ଓବାମାଙ୍କ ଉପରାଷ୍ଟ୍ରପତି

ଆମେରିକା ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବାକୁ ଯାଉଥିବା ଜୋ ବାଇଡେନ୍‌ଙ୍କ ପୂରାନାମ ଜୋସେଫ୍‌ ରୋବିନେଟ୍ଟେ ବାଇଡେନ୍‌ ଜୁନିୟର। ୧୯୪୨ ନଭେମ୍ବର ୨୦ରେ ଜନ୍ମିତ ଏହି ରାଜନେତା ବାରାକ୍‌ ଓବାମା ପ୍ରଶାସନରେ ୨୦୦୯ରୁ ୨୦୧୭ ଉପରାଷ୍ଟ୍ରପତି ଥିଲେ। ଡେମୋକ୍ରାଟିକ ପାର୍ଟର ସଦସ୍ୟ ଭାବେ ସେ ୧୯୭୩ରୁ ୨୦୦୯ ଡେଲାଓ୍ବାରେରୁ ସିନେଟର ଥିଲେ। ପେନ୍‌ସିଲଭାନିଆର ସ୍କ୍ରାଣ୍ଟନରେ ଜନ୍ମିତ ବାଇଡେନ୍‌ ୧୯୬୮ରେ ସିରାକସ୍‌ ୟୁନିଭର୍ସିଟିରୁ ଆଇନରେ ଡିଗ୍ରୀ ହାସଲ ପରେ ୧୯୭୦ରେ ନ୍ୟୁ କାଷ୍ଟଲ୍‌ କାଉଣ୍ଟିର କାଉନ୍‌ସିଲର ନିର୍ବାଚିତ ହୋଇଥିଲେ। ଆମେରିକା ଇତିହାସରେ ଷଷ୍ଠ ସର୍ବକନିଷ୍ଠ ସିନେଟର ଭାବେ ସେ ୧୯୭୨ରେ ନିର୍ବାଚିତ ହୋଇଥିଲେ। ଦୀର୍ଘଦିନ ଧରି ସେ ସିନେଟ ଫରେନ୍‌ ରିଲେଶନ କମିଟିର ସଦସ୍ୟ ରହିବା ସହ ଏହାର ଅଧ୍ୟକ୍ଷ ହୋଇଥିଲେ। ୧୯୮୮ ଓ ୨୦୦୮ରେ ଡେମୋକ୍ରାଟିକ୍‌ ପାର୍ଟିରୁ ରାଷ୍ଟ୍ରପତି ପ୍ରାର୍ଥୀ ଦୌଡ଼ରେ ହାରିଯାଇଥିଲେ। ୨୦୨୦ ରାଷ୍ଟ୍ରପତି ନିର୍ବାଚନ ପାଇଁ ବାଇଡେନ୍‌ ୨୦୧୯ରେ ନିଜର ପ୍ରାର୍ଥତ୍ତ୍ୱ ଘୋଷଣା କରିଥିଲେ। ୨୦୨୦ ଜୁନ୍‌ରେ ପ୍ରାର୍ଥୀ ହେବା ପରେ ସେ କାଲିଫର୍ନିଆ ସିନେଟର କମଲା ହାରିସ୍‌ଙ୍କୁ ତାଙ୍କ ରନିଂ ମେଟ୍‌ ତଥା ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri