Posted inଜାତୀୟ

ଲୋକଙ୍କୁ ଭ୍ରମରେ ପକାଉଛନ୍ତି କେନ୍ଦ୍ର ସରକାର; ଶରଦ ପାୱାର

ନୂଆଦିଲ୍ଲୀ,୧୬ ।୮: ନ୍ୟାଶନାଲ କଂଗ୍ରେସ ପାର୍ଟି(ଏନ୍‌ସିପି) ମୁଖ୍ୟ ଶରଦ ପାୱାର କେନ୍ଦ୍ର ସରକାରଙ୍କ ଉପରେ ଦୋଷ ଲଦିଛନ୍ତି । ଓବିସି ସଂରକ୍ଷଣକୁ ନେଇ ସେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସୋମବାର ପାୱାର କହିଛନ୍ତି ଦୁଇଦିନ ପର୍ବରୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ଓବିସି ସଂକ୍ଷଣକୁ ନେଇ ଏକ ସୂଚି ପ୍ରସ୍ତୁତ କରିବାକୁ କହିଲେ । ଲୋକମାନେ ଭାବିଲେ ରାଜ୍ୟ ସରକାରଙ୍କ ଦ୍ୱାରା ସଂରକ୍ଷଣ ଦିଆଯିବ । ହେଲେ କେନ୍ଦ୍ର ସରକାର ଏମିତି କହି ଲୋକଙ୍କୁ ଭ୍ରମରେ ପକାଉଛନ୍ତି ବୋଲି ପାୱାର କହିଛନ୍ତି । ଓବିସି ସଂରକ୍ଷଣକୁ ନେଇ ନିକଟରେ ପାର୍ଲାମେଣ୍ଟରେ ପାସ୍ ହୋଇଥିବା ସମ୍ବିଧାନ ସଂଶୋଧନ ବିଧେୟକ ଅନୁଯାୟୀ ପାୱାର ଏହା କହିଛନ୍ତି । ସେ କହିଛନ୍ତି କୋର୍ଟ ପୂର୍ବରୁ ରାୟ ଦେଇ ସାରିଛନ୍ତି କି ୫୦ ପ୍ରତିଶତରୁ ଅଧିକ ସଂରକ୍ଷଣ ଦେଇ ହେବ ନାହିଁ । ଏବେ କେନ୍ଦ୍ର ସରକାର କହିଛନ୍ତି କି ରାଜ୍ୟ ସବିସି ସଂରକ୍ଷରକୁ ନେଇ ସୂଚି ପ୍ରସ୍ତୁତ କରିବା ସହ ନିଜେ ନିର୍ଣ୍ଣୟ ନେଇପାରିବେ । ପାୱାରଙ୍କ ଅନୁଯାୟୀ, ଏହାର କୌଣସି ଲାଭ ହେବ ନାହିଁ । କାରଣ ପ୍ରାୟ ସବୁ ରାଜ୍ୟ ୫୦ ପ୍ରତିଶତ ସୀମା ପାରକରି ସାରିଛନ୍ତି । ଏକଥା ଜନତାଙ୍କ ସାମ୍ନାକୁ ଆଣିବା ଜରୁରୀ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ୍‌ଙ୍କୁ ଭେଟିଲେ ମୋଦି, ଆଜି ଦ୍ବିପାକ୍ଷିକ ଆଲୋଚନା

ଏଭିଆନ୍‌-ଲେସ୍‌-ବାଏନ୍ସ,୧୭ା୬: ଫ୍ରାନ୍ସର ଏଭିଆନ୍‌-ଲେସ୍‌-ବାଏନ୍ସରେ ଜି-୭ ଶିଖର ସମ୍ମିଳନୀ ପାଇଁ ବିଶ୍ୱନେତା ଏକାଠି ହୋଇଥିବାବେଳେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟି କରମର୍ଦ୍ଦନ…

ଶୁଭାରମ୍ଭ ବେଳେ ଫୁଲତୋଡ଼ା, ନିଲମ୍ବନ ପରେ ଏତଲା: ଫିଟୁଛି ବକ୍ସ କଣ୍ଡୁଇଟ୍‌ ନିର୍ମାଣ ଅନିୟମିତତା ଗୁମର

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ ନିର୍ମାଣରେ ହୋଇଥିବା ଅନିୟମିତତାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଏହି ଅନିୟମିତତା ଧରାପଡ଼ିବା ପରେ ଗତ ୮ତାରିଖ…

ଆଜି ସୃଷ୍ଟି ହେବ ଧ୍ରୁବ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ସଫଳତା

ଆଜି ଜୁନ୍ ୧୭ ତାରିଖରେ, ଚନ୍ଦ୍ର କର୍କଟ ରାଶିରେ ଅଛନ୍ତି, ଏବଂ ଚନ୍ଦ୍ର, ବୃହସ୍ପତି ଏବଂ ଶନିଙ୍କ ପ୍ରଭାବ ପ୍ରଭାବଶାଳୀ ହେବ। ପୁନର୍ବାସୁ ନକ୍ଷତ୍ରର ଉପସ୍ଥିତି ‘ଧ୍ରୁବ…

ରକ୍ଷଣାବେକ୍ଷଣ ଅଭାବ: ରାସ୍ତାପାର୍ଶ୍ୱ ଆଲୋକୀକରଣ ଠପ୍‌

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବିକଶୀତ ବରଗଡ଼ ଲକ୍ଷ୍ୟ ନେଇ ସହରର ବିଭିନ୍ନ ରାସ୍ତାପାର୍ଶ୍ୱରେ ଆଲୋକୀକରଣ ବ୍ୟବସ୍ଥା କରାଯାଇଛି। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ବାରମ୍ବାର ଏହି ଆଲୋକୀକରଣ ବ୍ୟବସ୍ଥା ଠପ୍‌ ପଡ଼ି…

ଟ୍ରମ୍ପଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ କଡ଼ା ବାର୍ତ୍ତା, G7 ଶିଖର ସମ୍ମିଳନୀରେ ଉଠାଇଲେ ଭାରତୀୟ ନାବିକଙ୍କ ମୃତ୍ୟୁ ପ୍ରସଙ୍ଗ, କହିଲେ…

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ଫ୍ରାନ୍ସର ବିଆରଟିଜ୍ ସହରରେ ଅନୁଷ୍ଠିତ G-7 ସମ୍ମିଳନୀରେ ଯୋଗ ଦେଇଥିଲେ। G7 ନେତାଙ୍କ ସରକାରୀ ଗୋଷ୍ଠୀ ଫଟୋଗ୍ରାଫରେ ପ୍ରଧାନମନ୍ତ୍ରୀ…

ବିଜ୍ଞାନର ଆଶ୍ଚର୍ଯ୍ୟଜନକ ଚମତ୍କାର! କେବଳ ରକ୍ତ ପରୀକ୍ଷାରୁ ଜଣାପଡ଼ିବ ଆପଣଙ୍କ କେଉଁ ଅଙ୍ଗ କେତେ ବୟସ୍କ, ରୋଗ ହେବା ପୂର୍ବରୁ ମିଳିବ ସୂଚନା

ନୂଆଦିଲ୍ଲୀ,୧୭।୬(ପି.ଟି.): ମଣିଷର ପ୍ରକୃତ ବୟସ ତୁଳନାରେ ତା’ ଶରୀରର ଭିତର ଅଙ୍ଗଗୁଡ଼ିକ ଭିନ୍ନ ଭିନ୍ନ ଗତିରେ ବୃଦ୍ଧ ହୋଇଥାନ୍ତି। ଏହି ଜୈବିକ ବୟସକୁ ମାପିବା ପାଇଁ ବୈଜ୍ଞାନିକମାନେ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri