କାର୍ଯ୍ୟଦକ୍ଷତାକୁ ପ୍ରଭାବିତ କରେ ମେଦବହୁଳତା

ମେଦବହୁଳତା ଆଜିକାଲି ଏକ ସାଧାରଣ ସମସ୍ୟା ପାଲିଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ତେବେ ଏହାଦ୍ୱାରା ଜଣେ ବ୍ୟକ୍ତିଙ୍କର କାର୍ଯ୍ୟଦକ୍ଷତା ପ୍ରଭାବିତ ହେବାର ଯଥେଷ୍ଟ ଆଶଙ୍କା ରହିଛି ବୋଲି ସତର୍କ କରାଇ ଦେଇଛନ୍ତି ୟୁନିଭର୍ସିଟି ଅଫ ଲଣ୍ଡନର ବିଶେଷଜ୍ଞମାନେ। ଜଣେ ବ୍ୟକ୍ତି ମେଦବହୁଳତା ପରି ସମସ୍ୟାର ସମ୍ମୁଖୀନ ହେବା ପରେ ତାହାର ପ୍ରଭାବ କେତେକାଂଶରେ ତାଙ୍କର ଏକାଗ୍ରତା ଉପରେ ପଡିଥାଏ ଫଳରେ ଏହାଦ୍ୱାରା କାର୍ଯ୍ୟଦକ୍ଷତା ମଧ୍ୟ ପ୍ରଭାବିତ ହୋଇଥାଏ। ତେବେ ନିଜର ଓଜନକୁ ସନ୍ତୁଳିତ ରଖିବାକୁ ହେଲେ ନିଜର ଦୈନନ୍ଦିନ ଜୀବନଶୈଳୀ, ଖାଦ୍ୟପେୟ ପ୍ରତି ଯତ୍ନବାନ ହେବା ସହ ପ୍ରତିଦିନ ବ୍ୟାୟାମ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ ପାଇଁ ପିଅନ୍ତୁ ଏହି ଜୁସ୍‌

ବର୍ତ୍ତମାନର ଅନିୟମିତ ଜୀବନଶୈଳୀ, ଚିନ୍ତା କାରଣରୁ ଉଚ୍ଚ ରକ୍ତଚାପ ସାଧାରଣ ସମସ୍ୟାରେ ପରିଣତ ହେଲାଣି। ଏହି ଗମ୍ଭୀର ସମସ୍ୟାକୁ ସାମାନ୍ୟ ଅଣଦେଖା କରିବା ଫଳରେ ଏହା...

କିଡ୍‌ନୀ ଷ୍ଟୋନ୍‌ ସମସ୍ୟାରୁ ମୁକ୍ତି ପାଇଁ ଆପଣାନ୍ତୁ ଏହି ଉପାୟ

ଆଜିକାଲି ଅନେକ ରୋଗରେ ମଣିଷ ପୀଡିତ ହେଉଛି। ଅତ୍ୟାଧୁନିକ ଜୀବନଶୈଳୀ, ଖାଦ୍ୟପେୟର ନୀତି ନିୟମ ଓ ଫାଷ୍ଟ ଫୁଡ୍‌, ତେଲ ମସଲାଯୁକ୍ତ ଖାଦ୍ୟ ଖାଇବା ଦ୍ୱାରା...

ମହିଳାଙ୍କୁ ସ୍ବାବଲମ୍ବୀ କରିବାର ଲକ୍ଷ୍ୟ

ସ୍ବାବଲମ୍ବୀ ହେବାକୁ ତାଙ୍କ ଭିତରେ ଥିଲା ଆତ୍ମବିଶ୍ୱାସ। ତେଣୁ ଘର କଣରେ ବସି ନ ରହି ନିଜ ସ୍ବପ୍ନକୁ ସାକାର କରିବାକୁ ସେ ଅଣ୍ଟା ଭିଡ଼ିଲେ।...

ବିଜ୍ଞାନରେ ବ୍ରେକ୍‌ଥ୍ରୁ ପୁରସ୍କାର

‘ପଦାର୍ଥ ବିଜ୍ଞାନ ପାଇଁ ମିଳିତଭାବେ ୩୪୭ ଜଣ ବୈଜ୍ଞାନିକଙ୍କୁ ଏହି ସମ୍ମାନ ଓ ପୁରସ୍କାର ପ୍ରଦାନ କରାଯାଇଛି । ସେମାନେ ପ୍ରଥମ ଥର ପାଇଁ ଗୋଟିଏ...

ଉପାଦେୟ ଗୁଣରେ ଭରପୂର ମୁଗ: ଡାଇବେଟିସ ରୋଗୀଙ୍କ ପାଇଁ ଲାଭଦାୟକ

ପୋଷକ ତତ୍ତ୍ୱରେ ଭରପୂର ମୁଗ ଡାଲି ଶରୀର ପାଇଁ ବେଶ୍‌ ଲାଭଦାୟକ। ସବୁଜ ରଙ୍ଗର ଏହି ଡାଲି ଶରୀରର ଓଜନ କମ୍‌ କରିବା ଠାରୁ ଆରମ୍ଭକରି...

କିପରି ନିୟନ୍ତ୍ରଣ କରିବେ ଉଚ୍ଚ ରକ୍ତଚାପ

୨୦୦୬ରୁ ପ୍ରତିବର୍ଷ ମେ’ ୧୭ ତାରିଖକୁ ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ଭାବେ ପାଳନ କରାଯାଉଅଛି। ଏ ବିଷୟରେ ସଚେତନ କରାଇବା ଏହି ଦିବସ ପାଳନର...

ହାତରୁ ଲୁଣ ପଡ଼ିଗଲେ ହୋଇଥାଏ ଏହି କ୍ଷତି

ଲୁଣ ବିନା ଖାଦ୍ୟର ସ୍ବାଦ ନାହିଁ। କିନ୍ତୁ ଜାଣିଛନ୍ତି ଲୁଣ ହାତରୁ ପଡ଼ିଗଲେ ଜୀବନରେ କ’ଣ ସମସ୍ୟା ସୃଷ୍ଟି ହୋଇଥାଏ। ବାସ୍ତୁଶାସ୍ତ୍ର ଅନୁସାରେ, ଲୁଣକୁ ଠିକ୍‌...

ସ୍ବା ସ୍ଥ୍ୟ ସୂ ଚ ନା

ବିଛଣାରୁ ଉଠିବା ପୂର୍ବରୁ କିଛି ସମୟ ଷ୍ଟ୍ରେଚିଙ୍ଗ ଏକ୍ସରସାଇଜ କରନ୍ତୁ। ଏହାଦ୍ୱାରା ରକ୍ତ ସଞ୍ଚାଳନ ଏବଂ ପାଚନକ୍ରିୟା ଆହୁରି ସକ୍ରିୟ ହୋଇଥାଏ। କେବଳ ସେତିକି ନୁହେଁ...

Advertisement


Archives

Model This Week