ନିୟମ ପାଳନ କରନ୍ତୁ , ନ ହେଲେ ଆସିପାରେ ତୃତୀୟ ଲହର

ଭୁବନେଶ୍ୱର,୨।୭: ରାଜ୍ୟରେ କରୋନା ଟ୍ରେଣ୍ଡ ୩ ହଜାର ଥିବା ବେଳେ ଚଳିତ ମାସ ଦ୍ୱିତୀୟ ସପ୍ତାହ ବେଳକୁ ସଂକ୍ରମଣ ଆହୁରି କମିବ । ଶୁକ୍ରବାର ଏନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି।
ଦେଶର ଅନ୍ୟ ରାଜ୍ୟରେ ସଂକ୍ରମଣ କମିଛି । ସେହି ଆଧାରାରେ ଓଡ଼ିଶାରେ ବି କମିବ । ସେପଟେ ମହାମାରୀ ବ୍ୟାପିବା ବେଳେ ସବୁଠୁ ଅଧିକ ଆତଙ୍କିତ କରିଥିବା ବ୍ଲାକ ଫଙ୍ଗସ ରାଜ୍ୟରେ ଏତେଟା ପ୍ରକୋପ ଦେଖାଇ ପାରିନି। ରାଜ୍ୟରେ ମେ ମାସରୁ ଏବେ ଯାଏ ଡେଲଟା ପ୍ଲସ ଆକ୍ରାନ୍ତ ଜଣଙ୍କ ବ୍ୟତୀତ ଆଉ କେହି ଚିହ୍ନଟ ହୋଇନାହାନ୍ତି । ତେଣୁ ଡେଲଟା ପ୍ଲସ୍କୁ ନେଇ ଅଯଥାରେ ଆତଙ୍କିତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ କହିଛନ୍ତି ।

କିନ୍ତୁ କଟକଣା କୋହଳ ହେଲା ପରେ ବି ନିୟମ କଡ଼ାକଡ଼ି ପାଳନ କରନ୍ତୁ। ନଚେତ ତୃତୀୟ ଲହର ଆସିପାରେ ବୋଲି ରାଜ୍ୟବାସୀଙ୍କୁ ସତର୍କ କରାଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ତୃତୀୟ ଲହର ଏବେ ବି ସମ୍ଭାବନା ସ୍ତରରେ ରହିଛି । କିନ୍ତୁ ଏଥିପାଇଁ ସତର୍କ ଓ ସଚେତନା ହେବା ଜରୁରୀ ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ଅକ୍ଟୋବର ୨୯ ପର୍ଯ୍ୟନ୍ତ ସାବଧାନ: ମେଷ ସମେତ ୩ ରାଶିଙ୍କ ଉପରେ ମାଡିଆସୁଛି ବଡ଼ ବିପଦ! ପାଖରୁ ପଳାଇବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହଙ୍କୁ ପ୍ରେମ, ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ଓ ଆର୍ଥିକ ସ୍ଥିତିର କାରକ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ଶୁକ୍ର ନିଜ ରାଶି ତୁଳାରେ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?