Posted inଭଦ୍ରକ

ସବ୍‌ରେଜିଷ୍ଟ୍ରାରଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ପ୍ରତିବାଦ

ଭଦ୍ରକ ଅଫିସ,୨ା୩: ଭଦ୍ରକ ସବ୍‌ରେଜିଷ୍ଟ୍ରାରଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ଗୁରୁବାର ମୋହରିର ସଂଘ ଓ ଜନସାଧାରଣଙ୍କ ପକ୍ଷରୁ ଭଦ୍ରକ ପୁରୁଣା କୋର୍ଟ ପରିସରରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି। ଜମି କିଣାବିକା ପାଇଁ ଆସୁଥିବା ଜନସାଧାରଣ ଓ ମୋହରିରମାନଙ୍କୁ ଉଚିତ ସେବା ମିଳୁନାହିଁ। ବିଭିନ୍ନ ଆଳ ଦେଖାଇ ବାରମ୍ବାର ଫେରାଇବା ଦ୍ୱାରା ସାଧାରଣ ଲୋକେ ହଇରାଣ ହେଉଛନ୍ତି। ଆଇନ ବିଷୟରେ କିଛି ଜାଣି ନ ଥିବା ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଥିବାରୁ ଏପରି ସମସ୍ୟା ହେଉଥିବା ମୋହରିର ସଂଘ ସଭାପତି ଉମାକାନ୍ତ ସାହୁ, ସମ୍ପାଦକ ରାମଚନ୍ଦ୍ର ନାୟକ, ବିଭୂଚନ୍ଦନ ଜେନା, ବିଜୟ ବେହେରା, ମଦନ ମହାନ୍ତି ପ୍ରମୁଖ ବକ୍ତବ୍ୟ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri