Posted inଜାତୀୟ

ଜେଏନ୍‌ୟୁ କ୍ୟାମ୍ପସ୍‌ରେ ପୁଣି ଲେଖାଗଲା ବିବାଦୀୟ ସ୍ଲୋଗାନ୍‌; ପ୍ରଧାନମନ୍ତ୍ରୀ ମୋଦି ଏବଂ କଶ୍ମୀରକୁ ନେଇ ଟିପ୍ପଣୀ

ନୂଆଦିଲ୍ଲୀ,୧।୧୦: ପୁଣି ଚର୍ଚ୍ଚାରେ ଦିଲ୍ଲୀର ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)। ରବିବାର ସକାଳେ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ର କିଛି ସ୍ଥାନରେ ଆପତ୍ତିଜନକ ସ୍ଲୋଗାନ ଲେଖାଯାଇଥିବା ଦେଖାଯାଇଥିଲା। ଏହା ଉପରେ ଛାତ୍ରୀଛାତ୍ରୀଙ୍କ ନଜର ପଡ଼ିବା କ୍ଷଣି ସେମାନେ ଚକିତ ହୋଇଥିଲେ। ତେବେ ଉକ୍ତ ସ୍ଲୋଗାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଫ୍ରି-କଶ୍ମୀର ସହ ଜଡ଼ିତ ଥିବା କିଛି ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଛି।

କିଏ ଏବଂ କେବେ ଏହି ସ୍ଲୋଗାନ ଲେଖାଯାଇଥିବା ଜଣାପଡ଼ି ନ ଥିଲେ ହେଁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ଏହାକୁ ନାପସନ୍ଦ କରିଛି। ଯାହା କରାଯାଇଛି ତାହା ଠିକ୍‌ ନୁହେଁ। ଏମିତିରେ ଏହି ମାମଲାକୁ ନେଇ ତତ୍କାଳ କାର୍ଯ୍ୟାନୁଷ୍ଠାନ ହେବା ଉଚିତ ବୋଲି ଏବିଭିପି ସେକ୍ରେଟାରୀ ବିକାଶ ପଟେଲ ଗଣମାଧ୍ୟମକୁ କହିଛନ୍ତି। ଘଟଣା ପରେ କ୍ୟାମ୍ପସ୍‌ରେ ସୁରକ୍ଷା ବଢ଼ାଯିବା ଉଚିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେରୋଜଗାରୀ ଯୁବତୀ-ଯୁବକଙ୍କ ପାଇଁ ଖୁସି ଖବର, ୨୩୮୦୦ ସରକାରୀ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ…

ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶୁକ୍ରବାର ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧.୨୭ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବ୍ୟହାରରେ କୀଟନାଶକ ପିଇଦେଲେ ପିଇଓ

ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବ୍ୟହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ…

ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ର ହେଲେ ପୁରସ୍କୃତ

ଥୁଆମୂଳରାମପୁର, ୭ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଡୁମେରପଦର ସରକାରୀ (ଏସ୍‌ଏସ୍‌ଡି) ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସୁଶାନ୍ତ…

ପଞ୍ଜାବୀ ଗୀତ ବୁଝି ପାରିଲେନି Vaibhav Suryavanshi! ବିଜୟ ପରେ ଡ୍ୟାନ୍ସ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୭।୨: ୧୯ ବର୍ଷରୁ କମ ବିଶ୍ୱକପ ଇତିହାସର ସବୁଠାରୁ ଶକ୍ତିଶାଳୀ ପ୍ରଦର୍ଶନ ପରେ, Vaibhav Suryavanshi ଏକ ଜବରଦସ୍ତ ଉତ୍ସବ ସହିତ ଭାରତର ବିଜୟ ପାଳନ କଲେ,…

ଯୁବପିଢ଼ିଙ୍କ ମଧ୍ୟରେ ବୃଦ୍ଧି ପାଉଛି ଷ୍ଟୋନ ସମସ୍ୟା, ଜାଣନ୍ତୁ କାରଣ ଏବଂ ପ୍ରତିକାର

ଦେଶରେ ଅନେକ ଲୋକ ଅଛନ୍ତି ଯେଉଁମାନେ ଷ୍ଟୋନକୁ ଗମ୍ଭୀରତାର ସହ ନିଅନ୍ତି ନାହିଁ । କିନ୍ତୁ ଏହି ଛୋଟ ସମସ୍ୟା ହୃଦରୋଗ, କ୍ରନିକ ବୃକକ୍ ରୋଗ ଏବଂ କିଡନୀ…

ଭଲିବଲ ଟୁର୍ଣ୍ଣାମେଣ୍ଟ: ସ୍ବାମ୍‌ ଟିମ୍‌କୁ ହରାଇ କରଞ୍ଜିଆ ଚମ୍ପିୟାନ

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସ୍ବାମ ବିରଜୟ ଗୋବିନ୍ଦପୁର ଶାସନ ଭଲିବଲ ଆସୋସିଏଶନ ପକ୍ଷରୁ ଶୁକ୍ରବାର ଦିବାରାତ୍ର ସ୍ବାମ…

ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ

ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍‌ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି…

India-US Trade Deal: ‘ବନ୍ଧୁ ଆଉ ବନ୍ଧୁ ହୋଇ ରହିଲେ ନାହିଁ…’, ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ନେଇ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ମଧ୍ୟରେ ଘୋଷଣା ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାତୀୟ ରାଜନୀତିକୁ ଉଷ୍ମ କରିଛି। ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri