ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା

ବାଲେଶ୍ୱର ଅଫିସ,୨୮ା୩: ରେଳ ଷ୍ଟେଶନ ପରିସରରେ ପଶ୍ଚିମବଙ୍ଗର ଜଣେ ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ ପ୍ରଦର୍ଶନ କରିଥିବା ନେଇ ବାଲେଶ୍ୱର ଜିଆର୍‌ପି ଥାନାରେ ଅଭିଯୋଗ ଆଣିଛନ୍ତି ଯୁବତୀ ଜଣକ। ଭଦ୍ରକ ଅଞ୍ଚଳ ଆନନ୍ଦ ଚନ୍ଦ୍ର ଜେନା ନିଜକୁ ଏନ୍‌ଏମ୍‌ଏସ୍‌ ୟୁଟ୍ୟୁବ୍‌ ଚ୍ୟାନେଲ ଖବରଦାତା ପରିଚୟ ଦେଇ ବାଲେଶ୍ୱର ଷ୍ଟେଶନରେ ଯାତ୍ରୀ ପ୍ରତୀକ୍ଷାଳୟରେ ଯୁବତୀ ଜଣକ ଏକା ବସିଥିବା ଦେଖି ଅଶ୍ଳୀଳ ଇଙ୍ଗିତ କରିଥିଲେ। ଆନନ୍ଦଙ୍କ ଏଭଳି ଆଚରଣ ଦେଖି ଓଡ଼ିଆ ବୁଝି ପାରୁ ନ ଥିବା ଯୁବତୀ ଏକ ଭିଡିଓ ଉତ୍ତୋଳନ କରିବା ସହ ପରେ ଭୟଭୀତ ହୋଇ ଜିଆରପିଙ୍କ ସହାୟତା ନେଇଥିଲେ। ପରେ ଆନନ୍ଦଙ୍କ ନାମରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ବାଲେଶ୍ୱର ଜିଆରପି ଆନନ୍ଦଙ୍କୁ ଅଟକ ରଖି ଏକ ମାମଲା ରୁଜୁ କରିବା ସହ ଅଧିକ ପଚରାଉଚରା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ଟଙ୍କା ମାଗିବାରୁ ଆକ୍ରମଣ: ୯ ଜଣଙ୍କ ନଁ।ରେ ଥାନାରେ ମାମଲା

ଭଦ୍ରକ ଅଫିସ, ୧୯।୬: ବାହାଘରର ଫୁଲସଜ୍ଜା ବକେୟା ଟଙ୍କା ମାଗିବାରୁ ଦୋକାନୀ ସମେତ ୨ ସହଯୋଗୀଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ...

ଖଡଗ୍‌ପୁର ରେଳଷ୍ଟେଶନରୁ ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ଜଣେ ଗିରଫ

ଜଳେଶ୍ୱର,୨୮।୯(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ରାଜପୁର ଗ୍ରାମର ଜଣେ ବ୍ରାଉନସୁଗାର ବେପାରୀଙ୍କୁ ଶନିବାର ଭୋର ସମୟରେ ଖଡଗ୍‌ପୁର ରେଳଷ୍ଟେଶନରୁ ରେଳବାଇ ପୋଲିସ ଗିରଫ...

ସ୍ନାତକୋତ୍ତର ପରୀକ୍ଷାଫଳ: ୫ ବିଭାଗରେ ଛାତ୍ରୀ ଟପ୍ପର

ଭଦ୍ରକ ଅଫିସ, ୧୯।୭ – ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟରେ ଶୁକ୍ରବାର ସ୍ନାତକୋତ୍ତର(ପିଜି) ପରୀକ୍ଷାଫଳ ପ୍ରକାଶ ପାଇଛି। ମୋଟ ୭ଟି ବିଭାଗ ମଧ୍ୟରୁ ୫ଟିରେ ଛାତ୍ରୀ ଟପ୍ପର...

ବିପଦସଙ୍କୁଳ ଅବସ୍ଥାରେ ଜହ୍ନେଇ ନାଳ ପୋଲ

ପାଟଣା, ୬।୬ (ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ପଞ୍ଚାୟତ କିଆପଡା ହନୁମାନ ଛକ ରାସ୍ତାର ଜହ୍ନେଇ ନାଳ ଉପରେ ଥିବା ପୋଲଟି ଭାଙ୍ଗି ଯାଇ...

ମଧ୍ୟାହ୍ନଭୋଜନ ଚାଉଳ ଚୋରି ଅଭିଯୋଗ

ରେମୁଣା, ୯।୮(ଡି.ଏନ.ଏ.)-ବିଦ୍ୟାଳୟରେ ଦିଆଯାଉଥିବା ମଧ୍ୟାହ୍ନଭୋଜନ ପାଇଁ ଯୋଗାଇ ଦିଆଯାଉଥିବା ୫୦ କିଲୋ ଚାଉଳ ବ୍ୟାଗ୍‌ରୁ ୫ରୁ ୧୦ କିଲୋ ପର୍ଯ୍ୟନ୍ତ ଯୋଗାଣକାରୀ ସଂସ୍ଥା ଦ୍ୱାରା ହେରଫେର...

କାମ ନାହିଁ କି, ଅଧିକାରୀ ନାହାନ୍ତି

ବାହାନଗା,୧୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ କାର୍ଯ୍ୟାଳୟ ପରିସରରେ ସ୍ଥାପନ କରାଯାଇଛି ‘ମୋ ସରକାର କକ୍ଷ’। ଏହି କକ୍ଷ ବ୍ଲକ କାର୍ଯ୍ୟାଳୟ ପରିସରରେ ୨ବର୍ଷରୁ ଊର୍ଦ୍ଧ୍ୱ...

ଜଳେଶ୍ୱର ଷ୍ଟାଡ଼ିୟମ ପୂର୍ଣ୍ଣାଙ୍ଗୀକରଣ ପାଇଁ ୨୦ ଲକ୍ଷ ମଞ୍ଜୁର

ଜଳେଶ୍ୱର, ୮ା୫(ସ୍ବ.ପ୍ର.)-ଦୀର୍ଘ ୧୦ବର୍ଷ ଧରି ଅଧାପନ୍ତରିଆ ଭାବେ ରହିଥିବା ବାଲେଶ୍ୱର ଜିଲା ଜଳେଶ୍ୱର ଷ୍ଟାଡ଼ିୟମକୁ ପୂର୍ଣ୍ଣାଙ୍ଗୀକରଣ କରିବା ଲାଗି ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟରେ ୨୦ଲକ୍ଷ ଟଙ୍କା...

ଭିଟାମାଟି ପାଇଁ ବିକ୍ଷୋଭ

ବାଲେଶ୍ୱର ଅଫିସ, ୧।୬-ବାଲେଶ୍ୱର ସଦର ତହସିଲ ଅଧୀନ ଚାନ୍ଦିପୁର ଶ୍ରୀକୋଣା, ହିଡ଼ିଗାଁ ଆଦି ଅଞ୍ଚଳରେ ଶହ ଶହ ବର୍ଷ ଧରି ଭୂମିହୀନ, ଆଦିବାସୀ, ଦଳିତ ଓ...

Advertisement
Archives

Model This Week