ନିର୍ବାଚନ ତଦାରଖ ପାଇଁ ବରଗଡ଼ରେ ପହଞ୍ଚିଲେ ପର୍ଯ୍ୟବେକ୍ଷକ

ବରଗଡ଼,୪।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆସନ୍ତା ୨୦ତାରିଖରେ ବରଗଡ଼ ସଂସଦୀୟ କ୍ଷେତ୍ରରେ ମତଦାନ ଗ୍ରହଣ ହେବ। ମତଦାନକୁ ଅବାଧ ଓ ନିରପେକ୍ଷ ତଥା ସ୍ବଚ୍ଛ, ଶୃଙ୍ଖଳିତ ଭାବେ ସମାପନ କରିବାକୁ ମୁଖ୍ୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ପର୍ଯ୍ୟବେକ୍ଷକ ବରଗଡ଼ରେ ପହଞ୍ଚିଛନ୍ତି । ସେମାନଙ୍କ ମଧ୍ୟରେ ଗିରିୱାଇ ଦୟାଲ ସିଂ(ଆଇଏଏସ୍‌) ପଦ୍ମପୁର, ବିଜେପୁର, ବରଗଡ଼ ଏବଂ ଜେ.ମଞ୍ଜୁନାଥ(ଆଇଏଏସ୍‌) ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀ ପାଇଁ ସାଧାରଣ ପର୍ଯ୍ୟବେକ୍ଷକ ରହିଛନ୍ତି।

ସେହିପରି ମୋଦକ ରାଜେଶ ଡି.ରାଓ(ଆଇପିଏସ) ବରଗଡ଼ ସଂସଦୀୟ କ୍ଷେତ୍ର ପାଇଁ ପୋଲିସ ପର୍ଯ୍ୟବେକ୍ଷକ ରହିଛନ୍ତି। ଶଶୀକାନ୍ତ ସିଂ(ଆଇଆର୍‌ଏସ୍‌) ବରଗଡ଼ ସଂସଦୀୟ କ୍ଷେତ୍ର ପାଇଁ ସି ଏବଂ ସିଇ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଅଛନ୍ତି। ସେହିପରି ଗୌତମ ମହାକୂଳ(ଆଇସିଏଏସ୍‌) ପଦ୍ମପୁର, ବିଜେପୁର, ବରଗଡ଼ ନିର୍ବାଚନ ମଣ୍ଡଳୀ ପାଇଁ ଏବଂ କ୍ରିଷ୍ଣା ମୂର୍ତ୍ତି(ଆଇଆରଏସ୍‌) ଅତାବିରା, ଭଟଲି, ବ୍ରଜରାଜନଗର ଏବଂ ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଅଛନ୍ତି। ନିର୍ବାଚନ ସମ୍ପର୍କିତ ଅଭିଯୋଗ ପାଇଁ
ସମସ୍ତ ପର୍ଯ୍ୟବେକ୍ଷକଙ୍କ ମୋବାଇଲ ନମ୍ବର ଜାରି କରାଯାଇଛି। ଶନିବାର ନିର୍ବାଚନ ଦାୟିତ୍ୱରେ ରହିଥିବା ଅଧିକାରୀଙ୍କ ସହିତ ପର୍ଯ୍ୟବେକ୍ଷକମାନେ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ସହିତ ବିଭିନ୍ନ ଅଞ୍ଚଳ ଗସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬,୬,୬,୬…, ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ଦାଜରେ ବ୍ୟାଟିଂ କଲେ ସଞ୍ଜୁ, ଷ୍ଟ୍ରାଇକ ରେଟ୍‌ ଦେଖି ଉଡ଼ିଯିବ ହୋସ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚରେ ବ୍ୟାଟରେ ଜବରଦସ୍ତ ଜବାବ ଦେଇଛନ୍ତି ସଞ୍ଜୁ ସାମସନ। ପ୍ରଥମ ମ୍ୟାଚରେ ମାତ୍ର ୧୦ ରନ କରି ଆଉଟ ହୋଇଥିବା…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?