Posted inଖେଳ

ଶିବସୁନ୍ଦରଙ୍କୁ ଓସିଏର ଅଭିନନ୍ଦନ

ଭୁବନେଶ୍ୱର, ୧୯।୫(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ମନୋନୀତ ହୋଇଥିବା ଅନ୍ତର୍ଜାତୀୟ ଅଭିଜ୍ଞ ସମ୍ପନ୍ନ ଓପନର ଶିବସୁନ୍ଦର ଦାସଙ୍କୁ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ଅଭିନନ୍ଦନ ଜ୍ଞାପନ କରାଯାଇଛି। ଇଂଲଣ୍ଡ ଟୁର୍‌ରେ ଭାରତୀୟ ମହିଳା ଦଳ ଗୋଟିଏ ଟେଷ୍ଟ ଏବଂ ୩ଟି ଲେଖାଏ ଦିନିକିଆ ଓ ଟି୨୦ ଖେଳିବ। ଏହି ଅବସରରେ ଶିବସୁନ୍ଦର ଏହି ଗୁରୁଦାୟିତ୍ୱ ତୁଲାଇବେ। କ୍ୟାରିୟରରେ ୨୩ ଟେଷ୍ଟ, ୪ ଦିନିକିଆ, ୧୮୦ ପ୍ରଥମଶ୍ରେଣୀ, ୮୧ଟି ଲିଷ୍ଟ-ଏ ଏବଂ ୩ଟି ଟି୨୦ ମ୍ୟାଚ ଖେଳିଥିବା ଏହି ପୂର୍ବତନ ଓଡ଼ିଶା ବ୍ୟାଟିଂ ଗ୍ରେଟ୍‌ ଜାତୀୟ କ୍ରିକେଟ ଏକାଡେମୀରେ ବ୍ୟାଟିଂ କୋଚ୍‌ ଏବଂ ଭାରତୀୟ ମହିଳା ‘ଏ’ ଦଳର କୋଚ୍‌ ଦାୟିତ୍ୱକୁ ମଧ୍ୟ ସଫଳତାର ସହ ତୁଲାଇଛନ୍ତି। ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା ଏବଂ ଅନ୍ୟ ସମସ୍ତ କର୍ମକର୍ତ୍ତା ଶିବସୁନ୍ଦରଙ୍କୁ ଅଭିନନ୍ଦନ ଜଣାଇବା ସହ ଭବିଷ୍ୟତର କାର୍ଯ୍ୟପନ୍ଥା ପାଇଁ ଶୁଭକାମନା ଜଣାଇଛନ୍ତି। ଓଡ଼ିଶାର ଅନ୍ୟତମ ଶ୍ରେଷ୍ଠ କ୍ରିକେଟରଙ୍କୁ ଏପରି ଦାୟିତ୍ୱ ପାଇଁ ମନୋନୀତ କରାଯାଇଥିବାରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଓ ସମ୍ପାଦକ ଜୟ ଶାହାଙ୍କୁ ମଧ୍ୟ ଓସିଏ ପକ୍ଷରୁ ଧନ୍ୟବାଦ ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

BCCIର ବଡ଼ ଆକ୍ସନ୍‌: ଏକାଥରକେ ୬୪ ଖେଳାଳିଙ୍କୁ ବ୍ୟାନ୍‌, ତାଲିକାରେ…

ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri