Posted inଖେଳ

ଶାନ୍ତନୁ ଶତପଥୀଙ୍କ ବିୟୋଗରେ ଓସିଏର ଶୋକ

ଭୁବନେଶ୍ୱର,୫।୧୧(ସ୍ପୋଟ୍ସବ୍ୟୁରୋ): ପୂର୍ବତନ ରଣଜୀ ଟ୍ରଫି କ୍ରିକେଟର ଶାନ୍ତନୁ ଶତ୍‌ପଥୀଙ୍କ ପରଲୋକରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ତରଫରୁ ଶୋକ ପ୍ରକାଶ କରାଯାଇଛି। ମଙ୍ଗଳବାର ସକାଳେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ଶାନ୍ତନୁ ଓଡ଼ିଶା, ଆନ୍ଧ୍ରପ୍ରଦେଶ ଓ ଉତ୍ତରପ୍ରଦେଶ ତରଫରୁ ରଣଜୀ ଟ୍ରଫି ମ୍ୟାଚ୍‌ ଖେଳିଥିଲେ। ସେ ମୋଟ ୨୬ଟି ପ୍ରଥମଶ୍ରେଣୀ ମ୍ୟାଚ୍‌ ଖେଳି ୨୭୮ ରନ ସଂଗ୍ରହ କରିବା ସହ ୬୯ଟି ଉଇକେଟ ଅକ୍ତିଆର କରିଥିଲେ। ତାଙ୍କ ବ୍ୟକ୍ତିଗତ ସର୍ବାଧିକ ସ୍କୋର ୪୯ ଓ ଶ୍ରେଷ୍ଠ ବୋଲିଂ ପ୍ରଦର୍ଶନ ୮/୭୮ ରହିଥିଲା। ଓସିଏ ତରଫରୁ ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସମ୍ପାଦକ ସଞ୍ଜୟ ବେହେରା ଏବଂ ଆସୋସିଏଶନ ଅନ୍ୟ କର୍ମକର୍ତ୍ତାମାନେ ତାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କିଙ୍ଗ୍‌ କୋହଲିଙ୍କ ମହାରେକର୍ଡ ଭାଙ୍ଗିଲେ ସଞ୍ଜୁ ସାମସନ, ଏମିତି କରି…

ନୂଆଦିଲ୍ଲୀ,୨।୩: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ରନ ଚେଜ ସମୟରେ ସଞ୍ଜୁ ସାମସନ ୫୦ଟି ବଲରେ ୧୨ଟି ଚୌକା ଏବଂ ୪ଟି ଛକା…

ମ୍ୟାଚ୍‌ ବିଜୟୀ ଇନିଂସ ପରେ ପ୍ରଥମେ କାହାକୁ ଭିଡିଓ କଲ୍‌ କଲେ ସଞ୍ଜୁ ସାମସନ: ବଢୁଛି ଚର୍ଚ୍ଚା

କୋଲକାତା,୨।୩: ICC T20 ବିଶ୍ୱକପ 2026 ପୂର୍ବରୁ ଫର୍ମ ଖୋଜୁଥିବା ସଞ୍ଜୁ ସାମସନ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ ତାଙ୍କର ବ୍ୟାଟିଂ ଦକ୍ଷତା ପ୍ରଦର୍ଶନ…

BCCIର ବଡ଼ ଘୋଷଣା, ଭାରତ ପ୍ରଥମ ଥର ପାଇଁ ଏହି ଦଳ ସହିତ ଖେଳିବ ODI

ନୂଆଦିଲ୍ଲୀ,୨।୩: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପ୍ ସମୟରେ ଏକ ବଡ଼ ଘୋଷଣା କରିଛି । ୨୦୨୬ ଆଇପିଏଲ୍ ପରେ, ଭାରତୀୟ ଦଳ ଗୋଟିଏ…

ଜିତିବା ପରେ ହେଲମେଟ ଫିଙ୍ଗି ଦେଇଥିଲେ ସଞ୍ଜୁ ସାମସନ, ICC ଲଗାଇବ ଜରିମାନା! ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨।୩: କୋଲକାତାର ଇଡେନ ଗାର୍ଡେନରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ୨୦୨୬ ଟି-୨୦ ବିଶ୍ୱକପର ଅନ୍ତିମ ସୁପର ୮ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚ…

ଯଦି ଭାରତ-ଇଂଲଣ୍ଡ ସେମିଫାଇନାଲ ମ୍ୟାଚ ବାତିଲ ହୁଏ, କାହାକୁ ମିଳିବ ଫାଇନାଲ ଟିକେଟ, ଜାଣନ୍ତୁ ସମୀକରଣ

ନୂଆଦିଲ୍ଲୀ,୨।୩: ଟି୨୦ ବିଶ୍ୱକପ ୨୦୨୬ ଏବେ ନକଆଉଟ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ, ଦକ୍ଷିଣ ଆଫ୍ରିକା, ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ପ୍ରଥମ…

T20 ବିଶ୍ୱକପ ମଧ୍ୟରେ ବଡ଼ ସଙ୍କଟ, ଇସ୍ରାଏଲ-ଇରାନ ଯୁଦ୍ଧ ପାଇଁ ଫସିଗଲେ ଏହି ଟିମର ଖେଳାଳି

ନୂଆଦିଲ୍ଲୀ,୨।୩: ୨୦୨୬ ଟି୨୦ ବିଶ୍ୱକପ ସମୟରେ ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ଏବେ କ୍ରିକେଟ ଟିମ୍‌ଗୁଡ଼ିକର ଯାତ୍ରାକୁ ପ୍ରଭାବିତ କରୁଛି। ଦୁବାଇ ବିମାନବନ୍ଦର ଯୁଦ୍ଧ ଦ୍ୱାରା ପ୍ରଭାବିତ…

VIDEO: ଯାହାଙ୍କୁ ପ୍ଲେଇଂ XI ରୁ ବାଦ୍‌ ଦିଆଯାଇଥିଲା, ତାଙ୍କରି ସାମ୍ନାରେ ମୁଣ୍ଡ ନୁଆଁଇଲେ ସୂର୍ଯ୍ୟକୁମାର, ଖୋଲିଲେ କ୍ୟାପ

ନୂଆଦିଲ୍ଲୀ,୨।୩: ଭାରତୀୟ କ୍ରିକେଟ ଦଳ ଗର୍ବର ସହିତ ICC T20 ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି। ଶେଷ ଚାରିଟିରେ ଦଳର ସଫଳତା ଜଣେ ଖେଳାଳିଙ୍କ ପାଇଁ, ଯାହାକୁ…

ସେମିଫାଇନାଲକୁ ନେଇ ପାକିସ୍ତାନ କହିଥିଲା ଏମିତି କଥା, ଏବେ କଡ଼ା ଜବାବ ଦେଲା ଇଣ୍ଡିଆ

ନୂଆଦିଲ୍ଲୀ,୨।୩: ICC T20 ବିଶ୍ୱକପ ୨୦୨୬ର ଶେଷ ସୁପର ୮ମ୍ୟାଚରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଏକ ହାଇ-ଭୋଲଟେଜ ପ୍ରତିଯୋଗିତା ଦେଖାଯାଇଥିଲା। କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri