Posted inଫୁରସତ

ମାକେର୍ଟକୁ ଆସିଲା ‘ଓସେନ ବ୍ଲୁ ଦୋସା’, ଟେଷ୍ଟ କଲେ…

ଇଣ୍ଟରନେଟ ଦୁନିଆରେ ସବୁଠାରୁ ପସନ୍ଦିଆ ଓ ଭାଇରାଲ ଭିଡିଓ ହେଉଛି ଖାଦ୍ୟ ଏବଂ ପାନୀୟ ସମ୍ବନ୍ଧୀୟ ଭିଡିଓ। ଲୋକମାନେ କେବଳ ଫୁଡ ଏକ୍ସପେରିମେଣ୍ଟାଲ ଜିନିଷକୁ ଦେଖିବାକୁ ପସନ୍ଦ କରନ୍ତି ନାହିଁ ଫୁଡ ଏକ୍ସପେରିାମଣ୍ଟର ପ୍ରୋସେସିଂକୁ ମଧ୍ୟ ପସନ୍ଦ କରନ୍ତି। ସାଂପ୍ରତିକ ସମୟରେ, ଏପରି ଏକ ଫୁଡ ଏକ୍ସପେରିମେଣ୍ଟର ଭିଡିଓ ଅଧିକ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିଲେ ଆପଣଙ୍କୁ ଥରେ ଟେଷ୍ଟ କରିବାକୁ ଇଛା ହେବ। ଏହାର ନାଁ ରହିଛି ବ୍ଲୁ ଦୋସା।

ଅଧିକାଂଶ ଲୋକ ଦୋସା ଖାଇବାକୁ ଖୁବ୍‌ ପସନ୍ଦ କରନ୍ତି। ଦକ୍ଷିଣ ଭାରତରେ ଏହି ଖାଦ୍ୟ ଭାରତର କୋଣ ଅନୁକୋଣରେ ଲୋକପ୍ରିୟ। ଆମେ ଏହି ନାଁ ଧରୁ ଧରୁ ଆପଣଙ୍କ ପାଟିରୁ ମଧ୍ୟ ଲାଳ ଗଡିବଣି। କିନ୍ତୁ କେବେ ବ୍ଲୁ ଦୋସା ବିଷୟରେ ଶୁଣିଛନ୍ତି। ନାଁ ଶୁଣି ଆଶ୍ଚର୍ଯ୍ୟରେ ପଡିଥିବେ। ଛତିଶଗଡର ରାୟପୁରରେ ଜଣେ ବ୍ୟକ୍ତି ଏପ୍ରକାର ଦୋସ ପ୍ରସ୍ତୁତ କରୁଛନ୍ତି। ଦୋସା ପ୍ରସ୍ତୁତ କରିବାର ଭିଡିଓଟି ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ହେଲେ ପ୍ରତିକ୍ରିୟାରେ ୟୁଜର୍ସମାନେ ଦୋସାର ଭିନ୍ନ ରୂପ କରିବା ପାଇଁ ଦୋକାନୀଟିକୁ ବହୁତ ଟ୍ରୋଲ କରିଛନ୍ତି।

ଭାଇରାଲ ଭିଡିଓରେ, ଦୋସା ପ୍ରସ୍ତୁତକାରୀ ପ୍ରଥମେ ଦୋସର ନୀଳ ବଟାକୁ ପ୍ୟାନ ଉପରେ ରଖୁଛନ୍ତି। ପରେ, ଏଥିରେ ମାୟୋନିଜ, ପନିର ଏବଂ ସସ ଭଳି ଜିନିଷ ମିଶାଇ ଦୋସା ପ୍ରସ୍ତୁତ କରୁଛନ୍ତି। କିଛି ସମୟ ପରେ ବ୍ଲୁ ଦୋସା ପ୍ରସ୍ତୁତ ହୋଇଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri