ଓସିଏସ୍‌ ଆଶାୟୀଙ୍କୁ ପୁଣିଥରେ ପରୀକ୍ଷା ଦେବାକୁ ମିଳିବ ସୁଯୋଗ

ଭୁବନେଶ୍ୱର,୨।୧(ବ୍ୟୁରୋ): ଓସିଏସ୍‌ ଆଶାୟୀଙ୍କୁ ପୁଣିଥରେ ସୁଯୋଗ ମିଳିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୨୦୧୯,୨୦୨୦ ଏବଂ ୨୦୨୧ରେ ପରୀକ୍ଷା ଦେଇଥିବା ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କୁ ଆଉଥରେ ପରୀକ୍ଷା ଦେବାକୁ ସୁଯୋଗ ମିଳିବ। ବୟସ ଅତିକ୍ରମ କରିଥିଲେ ବି ପରୀକ୍ଷାର୍ଥୀମାନେ ପୁଣି ପରୀକ୍ଷା ଦେଇପାରିବେ ବୋଲି ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାପିଟାଲ ହସ୍ପିଟାଲରେ ଏମ୍‌ଆର୍‌ଆଇ ବିଭାଗ ଖୋଲିଲା

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ଏମ୍‌ଆର୍‌ଆଇ ବିଭାଗ ଖୋଲିଛି। ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଏହାକୁ ଲୋକାର୍ପଣ କରିଛନ୍ତି।...

ଏନ୍‌ଇଇଟି: ସହଯୋଗ ଲୋଡ଼ିଲା ତାମିଲନାଡୁ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଡିଏମ୍‌କେ ସଂସଦୀୟ ଦଳର ଉପନେତା କାନିମୋଝି ବୁଧବାର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ତାମିଲନାଡୁ ମୁଖ୍ୟମନ୍ତ୍ରୀ...

ହାତୀ କବରସ୍ଥଳ ଆଠଗଡ଼ ବନଖଣ୍ଡ

ଭୁବନେଶ୍ୱର, ୨୮ା୬(ବ୍ୟୁରୋ):ଆଠଗଡ଼ ବନଖଣ୍ଡ ଏବେ ହାତୀଙ୍କ କବରସ୍ଥଳ ପାଲଟିଛି। ତଦନ୍ତ ଯେତେ ଆଗଉଛି ଗୋଟିଏ ପରେ ଗୋଟିଏ ହାତୀ କଙ୍କାଳ ମାଟି ତଳୁ ମିଳୁଛି। ଇତିମଧ୍ୟରେ...

ପ୍ରଧାନଶିକ୍ଷକ ନିଯୁକ୍ତି ଦାବିରେ ତାଲା

ବାଙ୍ଗିରିପୋଷି,୪ ।୨(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ କାଳିଆମି ପ୍ରକଳ୍ପ ଉ.ପ୍ରା. ବିଦ୍ୟାଳୟରେ ସ୍ଥାୟୀ ପ୍ରଧାନ ଶିକ୍ଷକ ନିଯୁକ୍ତି ପାଇଁ ଛାତ୍ରୀଛାତ୍ର ଓ ଗ୍ରାମବାସୀ...

‘ସରକାର ମାଗଣାରେ ଟିକା ଦିଅନ୍ତୁ’

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟ ସରକାର ମାଗଣାରେ କୋଭିଡ୍‌ ଟିକା ଦିଅନ୍ତୁ ବୋଲି ବିରୋଧୀ ଭାଜପା ଏବଂ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ବିରୋଧୀଙ୍କ ଏଭଳି ଦାବିକୁ ଶାସକ...

ସୋମବାରରୁ ଗଡ଼ିବ ମୋ’ ବସ୍‌

ଭୁବନେଶ୍ୱର,୧୫।୭: ରାଜଧାନୀ ଭୁବନେଶ୍ୱରରେ କଟକଣା କୋହଳ ହେବା ସହ ବସ୍‌ ଚଳାଚଳକୁ ମିଳିଛି ଅନୁମତି । ଏହାକୁ ଦେଖି କ୍ୟାପିଟାଲ୍‌ ରିଜନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌)...

ସଂରକ୍ଷଣ ପାଇଁ ପ୍ୟାନେଲ

ଭୁବନେଶ୍ୱର,୮।୧(ବ୍ୟୁରୋ): ସରକାରୀ ହାଇସ୍କୁଲରେ ପାଠ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଇଞ୍ଜିନିୟରିଂ ଏବଂ ମେଡିକାଲ କଲେଜରେ ନାମ ଲେଖାଇବା ପାଇଁ ସ୍ଥାନ ସଂରକ୍ଷଣ ସକାଶେ ଗୁରୁବାର ଏ ନେଇ...

ଟିକା ନ ନେଲେ କଟିପାରେ ଦରମା

ଭୁବନେଶ୍ୱର, ୬।୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ପ୍ରଥମ ପର୍ଯ୍ୟାୟ କରୋନା ଟିକାକରଣ ଚାଲିଛି। ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ଟିକା ଦିଆଯାଉଛି। ତେବେ ଅଧିକାଂଶ କୋଓ୍ବିନ୍‌ ଆପ୍‌ରେ...

Advertisement
Archives

Model This Week