ଖୁବ୍‌ଶୀଘ୍ର ପ୍ରକାଶ ପାଇବ ଓସିଏସ୍‌ ପରୀକ୍ଷା ଫଳ

କଟକ ଅଫିସ, ୭ା୯- ଓଡ଼ିଶା ସିଭିଲ ସର୍ଭିସ(ଓସିଏସ୍‌) ପରୀକ୍ଷାଫଳ ଚଳିତମାସ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ା ଏଥିସହ ସେପ୍ଟେମ୍ବର ତୃତୀୟ ସପ୍ତାହରେ ସାକ୍ଷାତ୍‌କାର ଅନୁଷ୍ଠିତ ହେବ। ଏନେଇ ବୁଧବାର ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି)ର ଅଧ୍ୟକ୍ଷ ସତ୍ୟଜିତ୍‌ ମହାନ୍ତି ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ ତାଙ୍କ ଟୁଇଟ୍‌ରେ ଲେଖିଛନ୍ତି, ୨୦୨୦ ଓସିଏସ୍‌ ଲିଖିତ ପରୀକ୍ଷା ଏହି ସପ୍ତାହାନ୍ତରେ ପ୍ରକାଶ ପାଇବ ା ଏ ସମ୍ପର୍କିତ ଅଧିକ ତଥ୍ୟ ଓପିଏସ୍‌ସି ୱେବ୍‌ସାଇଟ (www.opsc.gov.in)ରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରିଟେଲର ନେଇଛନ୍ତି ଏକାଧିକ କାର୍ଡ

ଯାଜପୁର ଅଫିସ, ୩୦।୭:ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଭିନ୍ନ ପଞ୍ଚାୟତରେ ରିଟେଲରମାନେ ତାଙ୍କ ପରିବାରବର୍ଗଙ୍କ ନାମରେ ଏକାଧିକ ରାଶନକାର୍ଡ ଓ ଅନ୍ତ୍ୟୋଦୟ କାର୍ଡ ହାତେଇଥିବା ସୂଚନା...

ଧାନ ଫସଲରେ ପୋକ, ଚିନ୍ତାରେ ଚାଷୀ

ବେଗୁନିଆ,୨୮।୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ହୋଇଥିବା ଧାନ ଫସଲରେ ରୋଗ ଓ ପୋକଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ଏଥିଯୋଗୁ କ୍ଷେତରେ ହେକ୍ଟର ହେକ୍ଟର...

୮ ସହର ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ସମଗ୍ର ରାଜ୍ୟରେ ଅସହ୍ୟ ଗରମ ହେବା ସହ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଆଗକୁ ମଧ୍ୟ ଗୁଳୁଗୁଳି ସହ ଆହୁରି ଗ୍ରୀଷ୍ମ ପ୍ରବାହ ହେବ...

ଭାସିଗଲା ଡାଇଭର୍ସନ ରୋଡ

ନୂଆଗାଁ,୨୩।୫ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ୫୭ ନଂ. ଜାତୀୟ ରାଜପଥ ସୋରଡାଠାରୁ ଗୌଡ ଚାଞ୍ଚେରାପଲୀ ଦେଇ ଯାଇଥିବା ଆର.ଡି. ରାସ୍ତାର ନିର୍ମାଣ କାର୍ଯ୍ୟ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ବଣିକ ସଂଘର ସହାୟତା

ଚାନ୍ଦବାଲି,୧ା୫(ଡି.ଏନ.ଏ.)-ଭଦ୍ରକ ଜିଲା ଅଧୀନ ଚାନ୍ଦବାଲି ବଣିକ ସଂଘ ପକ୍ଷରୁ କରୋନା ମୁକାବିଲା ପାଇଁ ୫୧,୨୦୦ ଟଙ୍କାର ଏକ ଚେକ୍‌ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ପ୍ରଦାନ କରାଯାଇଛି।...

ଫେସବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି ନାବାଳିକାଙ୍କ ଅଶ୍ଳୀଳ ଫଟୋ ଛାଡ଼ିଲେ ଦୁଇ ଯୁବକ, ଆଉ ତା’ ପରେ

ପାଟଣା,୬ା୯(ସ୍ବ.ପ୍ର.): ଫେସବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି କେନ୍ଦ୍ରାପଡ଼ା ଟାଉନ ଥାନା ଅଞ୍ଚଳର ଜଣେ ନାବଳିକାଙ୍କୁ ଅଶ୍ଳୀଳ ମେସେଜ ସହ ନାବାଳିକାଙ୍କ ଫଟୋକୁ ଏଡିଟ୍‌ କରି ଫେସବୁକ୍‌ରେ...

ଗୋଡ଼ରେ ଆଙ୍କୁଛନ୍ତି ଅନନ୍ୟ କଳାକୃତି

ରୂପସା, ୧।୫ କଥାରେ ଅଛି କାନ ଥିଲେ ସୁନା ନାହିଁ, ସୁନା ଥିଲେ କାନ ନାହିଁ। ଦୁଇଟି ହାତ ଅଛି ହେଲେ ଚଳୁନି। ଦୁଇଟି ଗୋଡ଼...

ଭିକାରି ଓ ଭୋକିଲାଙ୍କୁ ରନ୍ଧା ଖାଦ୍ୟ

ଭଦ୍ରକ ଅଫିସ, ୪।୪: ୪୮ ଘଣ୍ଟିଆ ଶଟଡାଉନ ସମୟରେ ପ୍ରଶାସନ ପକ୍ଷରୁ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଛି। ପୌରପାଳିକା ପକ୍ଷରୁ ନିକଟରେ ବନ୍ତ ଛକ ବସ...

Advertisement
Archives

Model This Week