OCS ମେନ୍‌ ପରୀକ୍ଷାରେ ତ୍ରୁଟି: ଆଜି ଗୋଟିଏ ଦିନରେ ସାମ୍ନାକୁ ଆସିଲା ୨ଟି ବଡ଼ ଭୁଲ୍‌

ଭୁବନେଶ୍ୱର,୨୭ା୪: ରବିବାର ଗୋଟିଏ ଦିନରେ ୨ଟି ବଡ଼ ପରୀକ୍ଷାରେ ତ୍ରୁଟି ହୋଇଥିବା ସାମ୍ନାକୁ ଆସିଛି। OSSC ସହ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ହୋଇଛି। ନୋଟିସ୍‌ ଜରିଆରେ ତ୍ରୁଟି ସ୍ବୀକାର କରିଛନ୍ତି OPSC କର୍ତ୍ତୃପକ୍ଷ। ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ ବିଚାର କରୁଥିବା ଜଣାଇଛନ୍ତି କର୍ତ୍ତୃପକ୍ଷ। । ମେ ୪ ତାରିଖ ଭିତରେ ପରାମର୍ଶ ଲୋଡ଼ି ନୋଟିସ୍ ଜାରି କରିଛନ୍ତି।

ଆଜି OCS ମେନ୍‌-୨୦୨୩ର ଆନ୍ଥ୍ରୋପୋଲୋଜିର ୨ଟି ପେପର ପରୀକ୍ଷା ଥିଲା। ପୂର୍ବାହ୍ନ ୯ଟାରୁ ୧୨ଟା ଆନ୍ଥ୍ରୋପୋଲୋଜିର ପ୍ରଥମ ପେପର ପରୀକ୍ଷା ଥିଲା। ଅପରାହ୍ନ ୨ଟାରୁ ୫ଟା ଆନ୍ଥ୍ରୋପୋଲୋଜି ଦ୍ବିତୀୟ ପେପର୍‌ ପରୀକ୍ଷା ଥିଲା। ମାତ୍ର ପ୍ରଥମ ପେପର ପରୀକ୍ଷାରେ କିଛି ପ୍ରଶ୍ନ ଦ୍ବିତୀୟ ପେପରରୁ ଆସିଛି। ଦ୍ବିତୀୟ ପେପର ପରୀକ୍ଷାରେ ପ୍ରଥମ ପେପର କିଛି ପ୍ରଶ୍ନ ଆସିଥିବା ସୂଚନା ମିଳିଛି। ତେବେ ପ୍ରଥମ ସିଟିଂ ପରୀକ୍ଷା ପରେ ପରୀକ୍ଷାର୍ଥୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri