ଡିସେମ୍ବରରେ ହେବ ଓସିଏସ ପ୍ରିଲିମ୍ସ ପରୀକ୍ଷା, ଜାଣନ୍ତୁ ତାରିଖ

କଟକ,୬।୧୧: ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ୨୦୨୩ ଓସିଏସ ପ୍ରିଲିମ୍ସ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ପୂର୍ବରୁ ଅକ୍ଟୋବର ୨୭ ତାରିଖରେ ଏହି ପରୀକ୍ଷା ହେବାକୁ ଥିବା ବେଳେ ବାତ୍ୟା ଦାନା ପାଇଁ ଏହାକୁ ସ୍ଥଗିତ ରଖାଯାଇଥିଲା।

ଦୁଇଟି ଶିଫ୍ଟରେ ଏହି ପରୀକ୍ଷା ଅନୁଷ୍ଠିତ ହେବ ଓ ପ୍ରଥମ ଶିଫ୍ଟରେ ଜେନେରାଲ ଷ୍ଟଡିଜ ପେପର-୧ ପରୀକ୍ଷା ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଚାଲିବ ବୋଲି ସ୍ଥିର ହୋଇଥିଲା । ସେହିପରି ଦ୍ୱିତୀୟ ଶିଫ୍ଟରେ ଜେନେରାଲ ଷ୍ଟଡିଜ ପେପର-୨ ପରୀକ୍ଷା ଦ୍ୱିପ୍ରହର ୧.୩୦ରୁ ୩.୩୦ ପର୍ଯ୍ୟନ୍ତ ଚାଲିବା ସହ ପେପର-୧ରେ ୧୦୦ଟି ମଲ୍ଟିପୁଲ ଚଏସ୍ ପ୍ରଶ୍ନ ଓ ପେପର-୨ରେ ୮୦ଟି ମଲ୍ଟିପୁଲ ଚଏସ୍ ପ୍ରଶ୍ନ ରହିବ ବୋଲି କୁହାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

କୁଲି, ମୂଲିଆଙ୍କ ଦେଶ

ପାଖାପାଖି ୧୫୦ କୋଟି ଲୋକସଂଖ୍ୟା ବିଶିଷ୍ଟ ଭାରତରେ ଯୁବଶକ୍ତିର କେତେ ବେରୋଜଗାର ଅଛନ୍ତି ତାହାର ବାସ୍ତବ ସଂଖ୍ୟା ଜାଣିବା ଅସମ୍ଭବ। ଏଇଥିପାଇଁ ଅସମ୍ଭବ କୁହାଯାଉଛି ଯେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri