ଡିସେମ୍ବରରେ ହେବ ଓସିଏସ ପ୍ରିଲିମ୍ସ ପରୀକ୍ଷା, ଜାଣନ୍ତୁ ତାରିଖ

କଟକ,୬।୧୧: ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ୨୦୨୩ ଓସିଏସ ପ୍ରିଲିମ୍ସ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ପୂର୍ବରୁ ଅକ୍ଟୋବର ୨୭ ତାରିଖରେ ଏହି ପରୀକ୍ଷା ହେବାକୁ ଥିବା ବେଳେ ବାତ୍ୟା ଦାନା ପାଇଁ ଏହାକୁ ସ୍ଥଗିତ ରଖାଯାଇଥିଲା।

ଦୁଇଟି ଶିଫ୍ଟରେ ଏହି ପରୀକ୍ଷା ଅନୁଷ୍ଠିତ ହେବ ଓ ପ୍ରଥମ ଶିଫ୍ଟରେ ଜେନେରାଲ ଷ୍ଟଡିଜ ପେପର-୧ ପରୀକ୍ଷା ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଚାଲିବ ବୋଲି ସ୍ଥିର ହୋଇଥିଲା । ସେହିପରି ଦ୍ୱିତୀୟ ଶିଫ୍ଟରେ ଜେନେରାଲ ଷ୍ଟଡିଜ ପେପର-୨ ପରୀକ୍ଷା ଦ୍ୱିପ୍ରହର ୧.୩୦ରୁ ୩.୩୦ ପର୍ଯ୍ୟନ୍ତ ଚାଲିବା ସହ ପେପର-୧ରେ ୧୦୦ଟି ମଲ୍ଟିପୁଲ ଚଏସ୍ ପ୍ରଶ୍ନ ଓ ପେପର-୨ରେ ୮୦ଟି ମଲ୍ଟିପୁଲ ଚଏସ୍ ପ୍ରଶ୍ନ ରହିବ ବୋଲି କୁହାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

India T20I Squad: ଘୋଷଣା ହେଲା ଟି-୨୦ ପାଇଁ ଟିମ ଇଣ୍ଡିଆ; ଶ୍ରେୟସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୬।୬: ବିସିସିଆଇ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ସ୍ଥାନରେ ଶ୍ରେୟସ ଆୟରଙ୍କୁ ନୂତନ ଅଧିନାୟକ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

ଆଜି ଦିଲ୍ଲୀରେ ଗର୍ଜିବ କକ୍‌ରୋଚ୍‌ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ,୬ା୬:କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri