ଆଜି ମାଘ ସପ୍ତମୀ: ବିନା ଶ୍ରଦ୍ଧାଳୁରେ ବୁଡ଼ ସମ୍ପନ୍ନ

କୋଣାର୍କ,୭ା୨(ଡି.ଏନ୍‌.ଏ.): ଆଜି ପବିତ୍ର ମାଘ ସପ୍ତମୀ। କୋଭିଡ୍‌ କଟକଣାରେ ବିନା ଶ୍ରଦ୍ଧାଳୁରେ ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ଼ ନୀତି ସମ୍ପନ୍ନ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ଚନ୍ଦ୍ରଭାଗା ମେଳା ପଡ଼ିଆକୁ ଶ୍ରଦ୍ଧାଳୁମାନଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ରବିବାର ଅପରାହ୍ନ ୪ ଟାରୁ ଆଜି ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି।

ପରମ୍ପରା ଅନୁଯାୟୀ, ପବିତ୍ର ଷଷ୍ଠୀ ରାତ୍ରି ୯ଟା ୩୦ରେ ମାଧିପୁରର ଶ୍ରୀଶ୍ରୀ ତ୍ରିବେଣୀଶ୍ୱର ମହାଦେବ, ସନ୍ଥପୁରର ଶ୍ରୀଶ୍ରୀ ଐଶାନ୍ୟଶ୍ୱର ମହାଦେବ ଓ କୁରୁଜଙ୍ଗର ଦକ୍ଷିଣେଶ୍ୱର ମହାଦେବ ବିମାନ ବିଜେ କରିଥିଲେ। ଏହାପରେ ରାତି ୧୨ଟା ୩୦ ମଧ୍ୟରେ କୋଣାର୍କ ଏନ୍‌ଏସିଠାରେ ଏହି ୩ ଠାକୁର ଏକତ୍ର ଭୋଗ ଖାଇଥିଲେ। ପାରମ୍ପରିକ ଶୋଭାଯାତ୍ରାରେ ଭୋର୍‌ ୩ଟା ୪୦ ମଧ୍ୟରେ ଚନ୍ଦ୍ରଭାଗା ତୀର୍ଥ ମଣ୍ଡପରେ ପହଞ୍ଚିଥିଲେ। ୪ଟା୨୦ରେ ପ୍ରଭୁଙ୍କ ନୀତିକାନ୍ତି ପରେ ମହାସ୍ନାନ ଅନୁଷ୍ଠିତ ହୋଇଥିଲା। ପରେ ନୀତିକାନ୍ତି ସହ ଜଡିଡ଼ ସେବକ ଓ ସାଧୁସନ୍ଥମାନେ ବୁଡ଼ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri