ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୨୦୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୨୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୫ହଜାର ୮୬୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୨୦ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ୨, ବାଲେଶ୍ୱରରୁ ୩, ଭଦ୍ରକରୁ ୩, ବୌଦ୍ଧରୁ ୨, କଟକରୁ ୧୫, ଢେଙ୍କାନାଳରୁ ୧, ଗଞ୍ଜାମ ୩, ଜଗତ୍‌ସିଂହପୁରରୁ ୪, ଯାଜପୁରରୁ ୧୨, ଝାରସୁଗୁଡ଼ାରୁ ୩, କେନ୍ଦ୍ରାପଡ଼ାରୁ ୨ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୩, ଓ ସୁନ୍ଦରଗଡ଼ରୁ ୫ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୭ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri