Posted inଜାତୀୟ

ଦିଲ୍ଲୀରେ ଲାଗୁ ହେବ ନାହିଁ ଅଡ୍‌-ଇଭିନ୍‌ ନିୟମ

ନୂଆଦିଲ୍ଲୀ,୧୦।୧୧: କୃତିମ ବର୍ଷା ଯୋଗୁଁ ରାଜଧାନୀ ଦିଲ୍ଲୀରେ ବାୟୁ ଗୁଣବତ୍ତାରେ କିଛି ମାତ୍ରାରେ ସୁଧାର ଆସିଛି।ଦିଲ୍ଲ-ଏନସିଆରରେ ବର୍ଷା ହେବାରୁ ଏକ୍ୟୁଆଇ ଆଗ ଅପେକ୍ଷ କମିଛି। ଏହି କ୍ରମରେ ଦିଲ୍ଲୀ ସରକାର ଅଡ୍‌-ଇଭିନ୍‌ ନିୟମ ଲାଗୁ କରିବା ନିଷ୍ପତ୍ତିକୁ ଏଡାଇ ଦେଇଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରଓ୍ବାଲ ଏପରି ନିଷ୍ପତ୍ତି ନେଇଛନ୍ତି ବୋଲି ପରିବେଶ ମନ୍ତ୍ରୀ ଗୋପାଳ ରାୟ ସୂଚନା ଦେଇଛନ୍ତି।
ଗୋପାଳ ରାୟ କହିଛନ୍ତି, ଗୁରବାର ରାତିରୁ ଦିଲ୍ଲୀ ପଣିପାଗରେ ପରିବର୍ତ୍ତନ ଆସିଛି। ଗତ ଆଠ-ଦଶ ଦିନ ଧରି ଦିଲ୍ଲୀ ପାଗରେ ସୁଧାର ଆସୁ ନ ଥିଲା। ତାପମାତ୍ରା କମିବା ସହ ପ୍ରଦୂଷଣର ସ୍ତର ବଢିବାରେ ଲାଗିଥିଲା। ବର୍ତ୍ତମାନ ବର୍ଷା ହେବା ଯୋଗୁ ବାୟୁର ଗୁଣବତ୍ତା ୪୫୦ରୁ କମି ୩୦୦ହୋଇଯାଇଛି। ତେଣୁ ୧୩ନଭେମ୍ବରରୁ ୨୦ନଭେମ୍ବର ଯାଏଁ ଅଡ୍‌-ଇଭିନ୍‌ ଲାଗୁ କରାଯିବା ନିଷ୍ପତ୍ତିକୁ କିଛି ସମୟ ପାଇଁ ସ୍ଥଗିତ ରଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ସଙ୍କଟ ମଧ୍ୟରେ DGCAର ବଡ଼ ଆକ୍ସନ, ସସପେଣ୍ଡ ହେଲେ ୪ ଇନ୍ସପେକ୍ଟର

ନୂଆଦିଲ୍ଲୀ,୧୨।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଦ୍ୱାରା ସମ୍ମୁଖୀନ ହେଉଥିବା ପରିଚାଳନାଗତ ସମସ୍ୟାର ପ୍ରାରମ୍ଭିକ ତଦନ୍ତ ପରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ଆଜି ଭାରତ ଆସିବେ ଫୁଟବଲ୍‌ ମହାରଥୀ ଲିଓନେଲ୍ ମେସି, ଯୋଗ ଦେବେ ପ୍ରଧାନମନ୍ତ୍ରୀଙ୍କ ସମେତ ଏ ସମସ୍ତ ଷ୍ଟାର

କୋଲକାତା,୧୨ା୧୨: ଫୁଟବଲ୍‌ର ମହାରଥୀ ତଥା ବିଶ୍ୱକପ୍ ବିଜେତା ଅଧିନାୟକ ଲିଓନେଲ ମେସି ଶୁକ୍ରବାର ଭୋର୍ ୧:୩୦ରେ ଭାରତରେ ପହଞ୍ଚିବା ସହ ତାଙ୍କର ତିନି ଦିନିଆ ‘GOAT...

ଚମତ୍କାର କଲେ ବୈଭବ ସୂର୍ଯ୍ୟବଂଶୀ: ୫୬ ବଲ୍‌ରେ କଲେ କମାଲ୍‌, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୨।୧୨: ଯୁବ ଭାରତୀୟ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ଏସିଆ କପ୍‌ର ଉଦଘାଟନୀ ମ୍ୟାଚ୍‌ରେ ୟୁଏଇ ବିପକ୍ଷରେ ଏକ ଜ୍ୱଳନ୍ତ ଶତକ ହାସଲ...

ପୁଟିନଙ୍କ ବଡ଼ ଚାଲ୍‌: ନୂଆଦିଲ୍ଲୀରୁ ଫେରିବା ପରେ ଭାରତର ୨ ଶତ୍ରୁଙ୍କୁ ଭେଟିବେ

ମସ୍କୋ,୧୨।୧୨: ଭାରତ ଗସ୍ତର ୮ ଦିନ ପରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତୁର୍କମେନିସ୍ତାନ ଗସ୍ତ କରୁଛନ୍ତି। ଏହି ଦୁଇ ଦିନିଆ ଗସ୍ତ ସମୟରେ, ପୁଟିନ...

ଫସିଗଲେ ଶିଳ୍ପା ସେଟ୍ଟୀ, ରାଜ କୁନ୍ଦ୍ରା! କୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

ମୁମ୍ବାଇ,୧୨ା୧୨: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଓ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ବିରୋଧରେ ଜାରି ହୋଇଥିବା ଲୁକ୍‌ଆଉଟ୍‌ ସର୍କୁଲାରକୁ ଉଠାଇବାକୁ ହେଲେ ସେମାନଙ୍କୁ ୬୦...

୯ ବଲ୍‌ରେ ହରାଇଲା ୫ ଉଇକେଟ୍‌…ଟିମ୍‌ଇଣ୍ଡିଆ ନାଁରେ ଅଲୋଡା ରେକର୍ଡ

ଚଣ୍ଡିଗଡ଼,୧୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବୀନ୍ଦ୍ର...

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌...

ପାଠ ନପଢି ୩ବର୍ଷ ହେଲା କରୁଥିଲେ ହୃଦରୋଗ ଚିକିତ୍ସା, ପୋଲ୍ ଖୋଲିବା ପରେ ନକଲି ଡାକ୍ତର ଫେରାର

ନୂଆଦିଲ୍ଲୀ,୧୨।୧୨: ବର୍ତ୍ତମାନ ସାରା ଦେଶରେ ନକଲି ଡାକ୍ତରଙ୍କ ସଂଖ୍ୟା ବଢିବାରେ ଲାଗିଛି । ପାଠ ନପଢି ଡାକ୍ତର ହେବା ସହିତ ହସ୍ପିଟାଲରେ ରୋଗୀ ଚିକିତ୍ସା କରୁଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri