ଡ୍ରୋନ ଆକ୍ରମଣ ପରେ ଅନ୍ଧାରରେ ବୁଡ଼ିଲା ୟୁକେନର ଓଡେସା ସହର, କାଠ ମୂଲ୍ୟ ଆକାଶ ଛୁଆଁ…

କ୍ୱିଭ,୧୧।୧୨ : ବିଦ୍ୟୁତ ଉତ୍ପାଦନ ପ୍ରଣାଳୀ ଉପରେ ରୁଷିାର ଡ୍ରୋନ ଆକ୍ରମଣ ପରେ ୟୁକ୍ରେନର ଅନେକ ସହର ଅନ୍ଧକାରରେ ବୁଡ଼ିଯାଇଛି। କିନ୍ତୁ ଏହି ସହରଗୁଡିକ ମଧ୍ୟରୁ ସବୁଠାରୁ ଅଧିକ ପ୍ରଭାବିତ ହେଉଛି ଓଡେସା ସହର ଯେଉଁଠାରେ ୧୫ ଲକ୍ଷରୁ ଅଧିକ ଲୋକଙ୍କୁ ଲଣ୍ଠନ ଜାଳିବାକୁ ପଡିବ। ହାଡ଼ ଥରା ଶୀତରେ ଏହି ପ୍ରକାର ଶକ୍ତି ବିଫଳତା ଲୋକଙ୍କ ପାଇଁ ଅନେକ ସମସ୍ୟା ସୃଷ୍ଟି କରୁଛି । ବିଦ୍ୟୁତ ବିଫଳତା ଯୋଗୁଁ ପିଇବା ପାଣିର ଅଭାବ ବ୍ୟତୀତ ଖାଦ୍ୟ ସାମଗ୍ରୀର ଉତ୍ପାଦନ ମଧ୍ୟ ବନ୍ଦ ହୋଇଯାଇଛି।

ଅନେକ ଲୋକଙ୍କୁ ଅନ୍ୟ ସହରରୁ ଖାଦ୍ୟ ଯୋଗାଇ ଦିଆଯାଉଛି। ଅନେକ ଲୋକଙ୍କ ବ୍ୟବସାୟ ନଷ୍ଟ ହୋଇଯାଇଛି । ବିଶେଷକରି ଘର ଗରମ କରିବା ପାଇ ଲୋକେ ବିଦ୍ୟୁତର ସହାୟତା ନେଇଥାନ୍ତି। ମାତ୍ର ଏବେ ଲୋକମାନେ ଥଣ୍ଡାରେ ରହିବାକୁ ବାଧ୍ୟ ହେଉଛନ୍ତି। ଏଥି ସହିତ ବିଦ୍ୟୁତ ଅଭାବ ଯୋଗୁ କାଠର ମୂଲ୍ୟ ଆକାଶ ଛୁଆଁ ହୋଇଛି।

ୟୁକ୍ରେନ ରାଷ୍ଟ୍ରପତି ଭୋଲଡମିର ଜେଲେନେସ୍କି କହିଛନ୍ତି ଯେ ବିଦ୍ୟୁତ ବ୍ୟବସ୍ଥା ସ୍ବାଭାବିକ କରିବା ଲାଗି ବହୁଦିନ ଲାଗିବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri