ଏକଦିବସୀୟ ଭଲିବଲ ଟୁର୍ନାମେଣ୍ଟ : ବଲାଙ୍ଗୀର ଚାମ୍ପିୟନ

ବଲାଙ୍ଗୀର ଅଫିସ, ୨୩ା୧୨ – ବଲାଙ୍ଗୀର ସଦର ବ୍ଲକ ଶିବତଲା ଭଲିବଲ ଆସୋସିଏଶନ ପକ୍ଷରୁ ଏକଦିବସୀୟ ଭଲିବଲ ପ୍ରତିଯୋଗିତା ଶିବତଲା ମିନିଷ୍ଟାଡିୟମଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଲାଙ୍ଗୀର, ପାଟଣାଗଡ, ଶିବତଲା ସମେତ ୬ଟି ଦଳ ଅଂଶଗ୍ରହଣ କରିଥିଲେ। ମୁଖ୍ୟଅତିଥି ଭାବେ ଯୋଗଦେଇ ଭୋଜରାଜ ବେହେରା ପ୍ରତିଯୋଗିତାର ଶୁଭାରମ୍ଭ କରିଥିଲେ। ଫାଇନାଲ ଖେଳ ବଲାଙ୍ଗୀର ଭଳିବଲ ଟିମ୍‌ ଓ ବଲାଙ୍ଗୀର ସଦର ଦଳ ମଧ୍ୟରେ ହୋଇଥିଲା । ବଲାଙ୍ଗୀର ଭଲିବଲ ଟିମ୍‌ ୨-୧ ସେଟ୍‌ରେ ସଦର ଦଳକୁ ପରାଜିତ କରି ଚାମ୍ପିୟନ ହୋଇଥିଲା । ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟଅତିଥିଭାବେ ରଞ୍ଜିତ ବେହେରା, ସମ୍ମାନିତ ଅତିଥିଭାବେ ରାଜୀବ ବଣ୍ଡା, ପଦ୍ମଚରଣ ଦାସ, ଗୋଲକ ଚନ୍ଦ୍ର ବାରିକ, ବସନ୍ତ ମେହେର ଯୋଗଦେଇଥିଲେ । ରାଜୀବ ବେହେରା, ଅଞ୍ଜନ ବେହେରା, ହୃଦୟ ଶବର, ସରୋଜ ସାହା ଖେଳ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ: ଅନ୍‌ଲାଇନ ଟିକେଟ କଳାବଜାର

ବାରଙ୍ଗ,୮।୧(ଡି.ଏନ୍‌.ଏ.): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନଙ୍କୁ ଦୃଷ୍ଟିରେ ରଖି ନନ୍ଦନକାନନରେ ଶୁକ୍ରବାରଠାରୁ ପର୍ଯ୍ୟଟକମାନେ କେବଳ ଅନ୍‌ଲାଇନରେ ଟିକେଟ କରି ବୁଲିବାକୁ ଯାଇପାରିବେ ବୋଲି ଗୁରୁବାର ଘୋଷଣା...

ପୋଲ ଉପରେ ପାଞ୍ଚ ଫୁଟର ବନ୍ୟା ଜଳ : ୫ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ

ତେଲକୋଇ,(ସ୍ବ.ପ୍ର.): ତେଲକୋଇ ବ୍ଲକରେ ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ବିଭିନ୍ନ ନଦୀ ଏବଂ ନାଳରେ ବନ୍ୟା ଜଳ ପୋଲ ଉପରେ ପ୍ରବାହିତ...

କରୋନା ଆତଙ୍କ: ଗଞ୍ଜାମର ବିଭିନ୍ନ ବଜାର ବନ୍ଦ

ଗଞ୍ଜାମ,୧୭।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା ଆତଙ୍କ ଖେଳିଯାଇଛି। ଏହାକୁ ନେଇ ସରକାରଙ୍କ ତତ୍ପରତା ବୃଦ୍ଧି ପାଉଛି। ଗଞ୍ଜାମ ଜିଲାପାଳଙ୍କ ୧୪୪ ଧାରା ଜାରି କରିବା ପରେ...

ରଥଯାତ୍ରାରେ ଗଜପତି ମହାରାଜା କରିବେ ଛେରାପହଁରା

ପୁରୀ ଅଫିସ,୬।୭: କରୋନା କଟକଣା ମଧ୍ୟରେ ସମ୍ପନ୍ନ ହେବ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ତେବେ ଏଥିରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବା ନେଇ...

କଣ୍ଟାମାଳରେ ଭାଜପା, ବୌଦ୍ଧରେ ବିଜେଡି ଆଗୁଆ

ବୌଦ୍ଧ,୨୩।୫: ୧୦ ରାଉଣ୍ଡ ଗଣତି ସୁଦ୍ଧା କଣ୍ଟାମାଳ ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଚରଣ ଡାଙ୍ଗ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ମହୀଧର ରଣାଙ୍କଠାରୁ ୫୩୨୦...

୮୧ଜଣଙ୍କ ସ୍ବାବ ସଂଗ୍ରହ

ଖଇରା,୨୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକର ବିଭିନ୍ନ ପଞ୍ଚାୟତର କ୍ୱାରାଣ୍ଟାଇନ କେନ୍ଦ୍ରରେ ରହୁଥିବା ମୋଟ ୮୧ ଜଣଙ୍କ ନିକଟରୁ ସ୍ବାବ ସଂଗ୍ରହ କରାଯାଇଛି। ପୂର୍ବରୁ ୨୧ଜଣଙ୍କର...

ଝାରସୁଗୁଡ଼ାରେ ଦ୍ୱିତୀୟ ଏନ୍‌ସିସି ଆକାଶ ବାହିନୀ ପ୍ରଶିକ୍ଷଣ କେନ୍ଦ୍ର

ଝାରସୁଗୁଡ଼ା ଅଫିସ,୮ା୧୦: ଆକାଶ ବାହିନୀ ଦିବସ ଅବସରରେ ଶୁକ୍ରବାର ଝାରସୁଗୁଡ଼ାରେ ରାଜ୍ୟର ୨ୟ ଏନ୍‌ସିସି ଆକାଶ ବାହିନୀ ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା ହୋଇଛି। ସ୍ଥାନୀୟ ମାଳିମୁଣ୍ଡାସ୍ଥିତ...

ଅଖାବସ୍ତାରୁ ମା’ ଝିଅଙ୍କ ମୃତଦେହ ଜବତ

ନିରାକାରପୁର,୬ା୧୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଭୁଷଣ୍ଡପୁର ଫାଣ୍ଡି ଅଧୀନ ଅଭିମାନପୁର ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୋଟିଏ ଘରର ବାରିପଟରେ...

Advertisement
Archives

Model This Week