ଆଉ ନାହାନ୍ତି ବର୍ଷୀୟାନ ଅଭିନେତା ଅଜିତ ଦାସ

ଭୁବନେଶ୍ୱର,୧୩।୯(ବ୍ୟୁରୋ): ୨୦୨୦ କେବଳ ବଲିଉଡ୍‌ ପାଇଁ ନୁହେଁ ବରଂ ଓଲିଉଡ୍‌ ପାଇଁ କଳାବର୍ଷ କହିଲେ ଅତ୍ୟୁକ୍ତି ହେବ ନାହିଁ। କିଛି ଦିନ ପୂର୍ବରୁ ବର୍ଷୀୟାନ୍‌ ଅଭିନେତା ବିଜୟ ମହାନ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ରବିବାର ଅଜିତ ଦାସ ପରପାରିକୁ ଚାଲିଯାଇଥିବା ସୂଚନା ମିଳିଛି। ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ସିନ୍ଦୂରବିନ୍ଦୁ ଚଳଚ୍ଚିତ୍ରରୁ କ୍ୟାରିୟର ଆରମ୍ଭ କରିଥିବା ଅଜିତ ୬୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ଫିଲ୍ମ ସହ ସେ ନାଟକ ଏବଂ ନିର୍ଦ୍ଦେଶନା କ୍ଷେତ୍ର ସହ ମଧ୍ୟ ଜଡ଼ିତ ଥିଲେ। ତାଙ୍କ ନିଧନ ଖବର ଓଲିଉଡ୍‌ଜଗତରେ ଶୋକର ଛାୟା ସୃଷ୍ଟି କରିଛି। ତେବେ କରୋନାରୁ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାବେଳେ ସମୁଦ୍ରରେ ଭାସିଗଲେ ୩ ପର୍ଯ୍ୟଟକ, ଜଣେ ମୃତ

ପୁରୀ ଅଫିସ, ୯।୮: ପୁରୀରେ ପୁଣି ଅଘଟଣ। ସମୁଦ୍ରରେ ଗାଧୋଇବା ବେଳେ ବୁଡିଗଲେ ୩ ପର୍ଯ୍ୟଟକ। ସେମାନଙ୍କ ମଧ୍ୟରୁ ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ବେଳେ...

୨୦୦ ଫୁଟ ତଳକୁ ଓଲଟିଲା ପିକ୍‌ଅପ୍‌ ଭ୍ୟାନ

ପାରଳାଖେମୁଣ୍ଡି,୧୧ା୧୨(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ ବ୍ଲକ ବୁରଖତ ଗ୍ରାମ ନିକଟ ଘାଟି ରାସ୍ତାରେ ଶନିବାର ଏକ ପିକ୍‌ଅପ୍‌ ଭ୍ୟାନ ୨୦୦ ଫୁଟ ତଳକୁ ଓଲଟି ଦୁର୍ଘଟଣାଗ୍ରସ୍ତ...

୩୦ଲକ୍ଷରୁ ଊର୍ଦ୍ଧ୍ୱ ଆୟବହିର୍ଭୂତ ସମ୍ପତ୍ତି ଜବତ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ବାଲିଅନ୍ତା ତହସିଲଦାର ରଶ୍ମିରେଖା ପ୍ରଧାନ ବିପୁଳ ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିଥିଲେ। ଭିଜିଲାନ୍ସର ଅଧିକାରୀମାନେ ତାଙ୍କ...

ଅନ୍ୟ ରାଜ୍ୟରୁ ଗଞ୍ଜାମ ଫେରିବାକୁ ପଞ୍ଜୀକରଣ କଲେଣି ୧.୯୧ ଲକ୍ଷ ଲୋକ

ଛତ୍ରପୁର, ୨୯।୪(ଡି.ଏନ୍‌.ଏ.): ଲକ୍‌ଡାଉନ ଉଠିବା ପରେ ବିଭିନ୍ନ ରାଜ୍ୟରୁ ଗଞ୍ଜାମ ଜ଼ିଲାକୁ ଶ୍ରମିକ, ଛାତ୍ରୀଛାତ୍ର ଓ ଅନ୍ୟମାନେ ଫେରିବେ। ଏ ନେଇ ପଞ୍ଜୀକରଣ କରିବାକୁ ଓଡିଶା...

୧୦ ପରିବର୍ତ୍ତେ ୧୨ରୁ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୩୦ା୯:ସ୍ନାତକୋତ୍ତର(ପିଜି) ନାମଲେଖା ପାଇଁ ରାଜ୍ୟରେ ହେବାକୁ ଥିବା ଏକକ ପ୍ରବେଶିକା ପରୀକ୍ଷା ତାରିଖରେ ପରିବର୍ତ୍ତନ ହୋଇଛି। କରୋନା କଟକଣା ଭିତରେ ଚଳିତ ବର୍ଷ ପିଜି...

ଭୁବନେଶ୍ୱରରେ ଲାଗିବ ଡପ୍‌ଲାର ରାଡାର

ଭୁବନେଶ୍ୱର,୨ା୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବିଶେଷ କରି ସହରାଞ୍ଚଳ ଜଳବାୟୁ ପରିବର୍ତ୍ତନ ଚିନ୍ତା ବଢାଇଲାଣି। ଜଳବାୟୁ ପରିବର୍ତ୍ତନକୁ...

ମେ’ରେ ରିଲିଜ୍ ହେବ ‘ଜୟେଶ ଭାଇ ଜୋରଦାର’

ମୁମ୍ବାଇ: ବଲିଉଡର କପିଲ ଦେବ ଅର୍ଥାତ୍ ଅଭିନେତା ରଣବୀର ସିଂ ସୋସିଆଲ ମିଡିଆରେ ତାଙ୍କ ଅପ କମିଂ ଫିଲ୍ମ ‘ଜୟେଶ ଭାଇ ଜୋରଦାର’ର ଏକ ଭିଡିଓ...

ବିଜୟଙ୍କୁ ବିବାହିତ କହିଲେ ଜାହ୍ନବୀ!

ବମ୍ବେ: କହୁ କହୁ ବଡ଼ କଥା କହିଦେଲେ ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର। ଏକଦା ନିଜର କ୍ରସ ବୋଲି ସେ ସାଉଥ୍‌ ସୁପରଷ୍ଟାର ବିଜୟ ଦେବରକୋଣ୍ଡାଙ୍କ...

Advertisement
Archives

Model This Week