ବରିଷ୍ଠ ଅଭିନେତା ରବି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ଓଡ଼ିଆ ସିନେ ଜଗତ ପାଇଁ ଆଉ ଏକ ଦୁଃଖ ଖବର। ବରିଷ୍ଠ ଅଭିନେତା ରବି ମିଶ୍ରଙ୍କର ବୁଧବାର ସକାଳେ ହୃଦ୍‌ଘାତରେ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟା ଗକରିଛନ୍ତି। ତାଙ୍କର ମୃତ୍ୟୁ ଖବର ପାଇବା ପରେ ଓଲିଉଡ୍‌ରେ ଶୋକର ଛାୟା ଖେଳିଯାଇଛି।
ରବି ଅନେକ ମଞ୍ଚ, ସିରିଏଲ ଓ ଫିଲ୍ମରେ ଅଭିନୟ କରିଛନ୍ତି । ଖାସ୍‌କରି ହାସ୍ୟ ଅଭିନେତା ଭାବେ ରବି ମିଶ୍ର ଖୁବ ପ୍ରଶଂସା ସାଉଁଟିଥିଲେ । ଏପରିକି ଟେଲି ସିରିଏଲ ‘ଗୋପାଳ ରହସ୍ୟ’ ପାଇଁ ବହୁ ପ୍ରଶଂସା ସାଉଁଟିଥିଲେ । ‘ଗୋପାଳ ରହସ୍ୟ’, ‘ହେ ପ୍ରଭୂ’ , ‘ଗୋପାଳ ରହସ୍ୟ’ ଆଦିରେ ସେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

KIIT କାଣ୍ଡ: ନେପାଳୀ ଛାତ୍ରୀଙ୍କ ସୁଇସାଇଡ୍‌ ନୋଟ୍‌, ଭିତରେ ସାଂଘାତିକ କଥା…ରାଜ୍ୟରେ ଚହଳ

ଭୁବନେଶ୍ୱର,୧୯।୨: କିଟ୍‌ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ କ୍ୟାମ୍ପସରେ ସୃଷ୍ଟି ହୋଇଥିବା ଅଶାନ୍ତି ଥମିନାହିଁ। ଚାରିଆଡେ ଚାପା...

KIIT Viral Video: ସାମ୍ନାକୁ ଆସିଲା ଆତ୍ମହତ୍ୟାର ପ୍ରଥମ ଭିଡିଓ, ରୁମ୍‌ କବାଟ ଭାଙ୍ଗି ଭିତରେ ପଶି ଦେଖିଲେ ତ…

ଭୁବନେଶ୍ୱର,୧୯।୨: କିଟ୍‌ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି । କିଟ୍‌ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁ ଓଡ଼ିଶା...

ଥାନାର ଦ୍ବାରସ୍ଥ ହେଲେ ଏସ୍‌ଏଚ୍‌ଜି ମହିଳା

ଥୁଆମୂଳ ରାମପୁର,୧୯ା୨ (ଦୁର୍ଗା କୀର୍ତ୍ତି): ସାମଗ୍ରୀ ଚୋରି ନେଇ ଥୁଆମୂଳ ରାମପୁର ବ୍ଲକର ୪ ଏସ୍‌ଏଚ୍‌ଜି ମହିଳା ଥାନାର ଦ୍ବାରସ୍ଥ ହୋଇଛନ୍ତି। ଅଭିଯୋଗକ୍ରମେ ବ୍ଲକର ନବରନ୍ନ...

ଯୁବନେତା ଘର ଉପରେ ପକାଇଥିଲେ ବୋମା, ପଡ଼ିଲା ମହଙ୍ଗା

ଗୋପାଳପୁର,୧୯।୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ଗତ ୭ ତାରିଖ ରାତିରେ ଜଣେ ବିଜେଡି ଯୁବନେତା ସୁବାଶିଷ ସାହୁଙ୍କ ଘର ଉପରେ ବୋମାମାଡ଼ ହୋଇଥିଲା।...

ଆରପାରିରେ ପୂର୍ବତନ ଏମ୍‌ପି ମୃତ୍ୟୁଞ୍ଜୟ ନାୟକ

ଫୁଲବାଣୀ,୧୯।୨(ରାକେଶ କୁମାର ରାଉତ): ଆରପାରିରେ ପୂର୍ବତନ ଏମ୍‌ପି ମୃତ୍ୟୁଞ୍ଜୟ ନାୟକ। କଂଗ୍ରେସରୁ ୩ ଥର ଜିତି ଏମ୍‌ପି ହୋଇଥିବା ଫୁଲବାଣୀର ମୃତ୍ୟୁଞ୍ଜୟ ନାୟକ(୭୨)ଙ୍କ ମଙ୍ଗଳବାର ସନ୍ଧ୍ୟାରେ...

ଆଜିଠୁ ସପ୍ତାହେ ଘଡ଼ଘଡ଼ି ସହ ବର୍ଷା:ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ...

ଲୋକସେବା ଭବନରେ ଲାଗିଲା ନିଆଁ

ଭୁବନେଶ୍ୱର,୧୮।୨: ଲୋକସେବା ଭବନରେ ମଙ୍ଗଳବାର ଅପରାହ୍ନରେ ପୁଣି ଏକ ଅଘଟଣ ଘଟିଛି। ଅପରାହ୍ନ ପ୍ରାୟ ୪ ଟା ୩୮ ମିନିଟରେ ସମବାୟ ବିଭାଗ ଉପରସ୍ଥ ପରିସରରେ...

ସପ୍ତାହେ ଯାଏ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୮ା୨ (ଅନୁରାଧା ମହାରଣା) – ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri