ବର୍ଷାଙ୍କୁ ମିଳିଲା ଟିକେଟ୍‌, ଏହି ଠୁ ଲଢିବେ…

ଭୁବନେଶ୍ୱର,୨୦।୪: ୬ଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଦଳ ଟିକେଟ୍‌ ଦେଇଛି। ସେହିପରି କଂଗ୍ରେସ ଛାଡି ବିଜେଡିରେ ଯୋଗ ଦେଇଥିବା ଗଣେଶ୍ୱର ବେହେରାଙ୍କୁ ଦଳ ଭରସା କରିଛି।

ବର୍ଷାଙ୍କୁ ବିଜେଡି ବଡଚଣାରୁ ଟିକେଟ୍‌ ଦେଇଛି। ଦଳରେ ଯୋଗଦେବା ପରେ ତାଙ୍କୁ ଟିକେଟ୍‌ ମିଳିବା ନେଇ ଖୁବ୍‌ ଚର୍ଚ୍ଚା ହେଉଥିଲା। ତେବେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ବଡଚଣାରୁ ଟିକେଟ୍‌ ଦେଇଛନ୍ତି। ସେହିପରି ଗଣେଶ୍ୱରଙ୍କୁ କେନ୍ଦ୍ରାପଡାରୁ ଟିକେଟ୍‌ ମିଳିଛି। ଚିଲିକାରୁ ରଘୁନାଥ ସାହୁ, ଚମ୍ପୁଆରୁ ସନାତନ ମହାକୁଡ଼, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ଦଳ ଟିକେଟ ଦେଇଛି। ଏହି କ୍ରମରେ ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମଙ୍କୁ ବିଜେଡି ମଇଦାନକୁ ଓହ୍ଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା

ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍‌ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri