ଓଡ଼ିଆ ପୁଅ RPSC ଅଧ୍ୟକ୍ଷ: ରାଜସ୍ଥାନ ସରକାର …

ଭୁବନେଶ୍ୱର,୧୦।୬:ଓଡ଼ିଆ ପୁଅ IPS ଉତ୍କଳ ରଂଜନ ସାହୁ RPSC ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି। ଉତ୍କଳ ରଂଜନ ରାଜସ୍ଥାନର ଡିଜିପି ଭାବେ କାର୍ଯ୍ୟ କରୁଥିଲେ। ନୂଆ ଦାୟିତ୍ୱ ନେଇ ରାଜସ୍ଥାନ ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ଆସନ୍ତା ବର୍ଷ ଜୁନ ପର୍ଯ୍ୟନ୍ତ RPSC ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବେ। PS ଉତ୍କଳ ରଂଜନ ସାହୁ ହେଉଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦାର।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ କ୍ରାସ: ମୃତକଙ୍କ ହେବ ଡିଏନ୍‌ଏ ପରୀକ୍ଷା

ଅହମଦାବାଦ,୧୨ା୬: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିଚୟ ନିଶ୍ଚିତ କରାଇବା ପାଇଁ ସେମାନଙ୍କ ଡିଏନ୍‌ଏ ପରୀକ୍ଷା କରାଯିବ ବୋଲି ଗୁଜରାଟର ଜଣେ...

ମେହିଦି ହାସନ ବାଂଲାଦେଶ ଦିନିକିଆ ଅଧିନାୟକ

ଢାକା,୧୨ା୬: ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବି) ଗୁରୁବାର ମେହିଦି ହାସନ ମିରାଜଙ୍କୁ ଦିନିକିଆ ଦଳର ଅଧିନାୟକ ଭାବେ ନିଯୁକ୍ତ କରିଛି। ତାଙ୍କ ଆଗାମୀ ୧୨ ମାସ ପାଇଁ...

ସାଧୁ ବେଶରେ ଆସି ଝାମ୍ପିନେଲେ ଟଙ୍କା

ସାକ୍ଷୀଗୋପାଳ,୧୨।୬(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପାଖେଇ ଆସୁଛି ରଥଯାତ୍ରା। ପ୍ରତିବର୍ଷ ଭଳି ରଥଯାତ୍ରାରେ ସାଧୁସନ୍ଥଙ୍କ ସମାଗମ ଲାଗିବ। ମାତ୍ର ଏହି ଧର୍ମୀୟ ଭାବନାରେ କଳାଦାଗ ଲଗାଇ...

ଖୁଣ୍ଟ ଅଛି ଲାଇଟ ନାହିଁ

ବ୍ରାହ୍ମଣୀଗାଁ, ୧୨/୬ (ମନୋରଞ୍ଜନ ରଣା): ଅନ୍ଧାରରେ ବ୍ରାହ୍ମଣୀଗାଁ ମୁଖ୍ୟ ବଜାର । ଲଗାଯାଉ ନାହିଁ ଷ୍ଟିଟ ଲାଇଟ। ଆଜିକୁ ପ୍ରାୟ ବର୍ଷେ ହେଲେ ରାସ୍ତା ମଝିରେ...

ଦୁର୍ଘଟଣା ପୂର୍ବରୁ ଯାନ୍ତ୍ରୀକ ତ୍ରୁଟି ବିଷୟରେ ସୂଚନା ଦେଇଥିଲେ ଏହି ଯୁବକ, ଭିଡ଼ିଓ ଶେୟାର କରି କହିଥିଲେ, ହେଲେ…

ଅହମଦାବାଦ,୧୨।୬: ଅହମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର କିଛି ମିନିଟ ପରେ ମେଘନଗରରେ ଏୟାର ଇଣ୍ଡିଆର ବିମାନ AI 171 ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ଅନେକ...

ଦୁର୍ଘଟଣାରେ ମାମୁ, ୨ ଭାଣିଜୀଙ୍କ ମୃତ୍ୟୁ ଘଟଣା: ବନ୍ଧା ହେଲେ ଟ୍ୟାଙ୍କର ଚାଳକ

ଦିଗପହଣ୍ଡି,୧୨ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୋଲିସ ଗୁରୁବାର କଟକ ଜିଲା କାନପୁର ଥାନା ବାଲିଝରି ଗ୍ରାମର ଗାଡ଼ି ଚାଳକ ସୁଶାନ୍ତ ରାଉତଙ୍କୁ କେଶ୍‌ ନଂ.୧୯୭/୨୫ ଅନୁଯାୟୀ...

ଧୁମ୍‌ଧାମ୍‌ରେ ପାଳନ ହେବ ପ୍ରସିଦ୍ଧ କୁଲାଡ ରଥଯାତ୍ରା

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)- ଘୁମୁସରର ରାଜା ଭଞ୍ଜ ରାଜବଂଶ ପକ୍ଷରୁ ଗଞ୍ଜାମ ଜିଲା କୁଲାଡରେ ରାଜଧାନୀ ପ୍ରତିଷ୍ଠା ହୋଇଥିଲା। ସେହି ସମୟରେ ଭଞ୍ଜ ରାଜବଂଶ ପକ୍ଷରୁ କୁଲାଡରେ...

ଚକିତ କରୁଛି ବିମାନ ଦୁର୍ଘଟଣାରେ ବଞ୍ଚିଥିବା ଏକମାତ୍ର ବ୍ୟକ୍ତି ଚାଲି ଚାଲି ଯାଉଥିବାର ଭିଡିଓ

ଅହମଦାବାଦ,୧୨।୬: ଗୁରୁବାର (ଜୁନ ୧୨, ୨୦୨୫) ଗୁଜୁରାଟର ଅହମଦାବାଦରେ ଏୟାର ଇଣ୍ଡିଆର ଏକ ବୋଇଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ପ୍ରକାଶିତ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri