ଜମ୍ମୁ-କଶ୍ମୀର ପୋଲିସ ଡିଜି ହେଲେ ଜଣେ ଓଡ଼ିଆ, ଜାଣନ୍ତୁ ସେ କିଏ…

ଭୁବନେଶ୍ୱର,୭।୮: ଜମ୍ମୁ-କଶ୍ମୀର ପୋଲିସ ଡିଜି ହେଲେ ଓଡ଼ିଶାର ରଶ୍ମୀ ରଞ୍ଜନ ସ୍ବାଇଁ। ଏନେଇ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ରଶ୍ମୀ ରଞ୍ଜନ ସ୍ବାଇଁ ହେଉଛନ୍ତି AGMUT କ୍ୟାଡରର ୧୯୯୧ ବ୍ୟାଚର ଓ ଆଇପିଏସ। ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ସେ ଜମ୍ମୁ -କଶ୍ମୀର ପୋଲିସ ଡିଜି ଭାବେ କାର୍ଯ୍ୟ କରିବେ । ଏବେ ସେ ଜମ୍ମୁ-କଶ୍ମୀରର ଭାରପ୍ରାପ୍ତ ଡିଜିପି ଭାବେ କାର୍ଯ୍ୟରତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଡ୍ଡାଙ୍କ କାର୍ଯ୍ୟକ୍ରମ ଚାଲିଥିବା ବେଳେ ବାହାରିଲା ସାପ, ଭାଜପା ଅଧ୍ୟକ୍ଷ କହିଲେ…

ପାଟନା,୭।୯: ଭାରତୀୟ ଜନତା ପାର୍ଟି ଅଧ୍ୟକ୍ଷ ତଥା କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଦୁଇ ଦିନିଆ ଗସ୍ତରେ ବିହାରରେ ଅଛନ୍ତି। ପାଟନାରେ ଥିବା ଇନ୍ଦିରା ଗାନ୍ଧୀ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ସଞ୍ଜୟ ରୟଙ୍କୁ ଜାମିନ ଦିଆଯିବ….ସିବିଆଇକୁ ସିଧା ଶୁଣାଇଦେଲେ କୋର୍ଟ

କୋଳକାତା,୭।୯: ‘ଆମେ ସଞ୍ଜୟ ରୟଙ୍କୁ ଜାମିନ ଦେଇ ଦେବା ଉଚିତ… କୋଲକାତାର ଆରଜି କର ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ମାମଲାର...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

ଯୋଗୀଙ୍କ କାନରେ ଏମିତି କ’ଣ କହିଲେ ଉପରାଷ୍ଟ୍ରପତି, ହସି ପକାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୭।୯: ରାଜନୀତିର ଏକ ଭାଇରାଲ ଫଟୋକୁ ନେଇ ଏବେ ଆଲୋଚନା ଯୋର ଧରିଛି। ଯାହା ସୋସିଆଲ ମିଡିଆରେ ଆଲୋଚନାର ବିଷୟ ହୋଇ ରହିଛି। ଏହି ଫଟୋ...

Subhadra Yojana: ବିଜେଡି ଡରିଗଲାଣି, ଔଷଧ ବିକଳରେ ତାଟିଆ କାମୁଡୁଛି’

ଭୁବନେଶ୍ୱର,୭।୯: ‘ସୁଭଦ୍ରା’କୁ ନେଇ ବିଜେଡିର ଟିପ୍ପଣୀକୁ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସମାଲୋଚନା କରିଛନ୍ତି। ସେ କହିଛନ୍ତି ବିଜେଡି ଔଷଧ ବିକଳରେ ତାଟିଆ କାମୁଡୁଛି। ୨୫ ବର୍ଷର...

‘କବରରେ ଶୋଇଥିବା ଭୋଟରଙ୍କୁ…’ଜମ୍ମୁ-କଶ୍ମୀର ନିର୍ବାଚନ ପୂର୍ବରୁ ଏମିତି କହିଲେ ଶାହା

ଶ୍ରୀନଗର,୭।୯: ଜମ୍ମୁ କଶ୍ମୀରରେ ନିର୍ବାଚନ ପାଇଁ ଅଧିକ ସମୟ ବାକି ନାହିଁ। ନିର୍ବାଚନ ପୂର୍ବରୁ ପ୍ରଥମ ରାଲିରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ...

କ’ଣ ଶୁଆଶାରୀ ଭଳି ପିଞ୍ଜରା ଭିତରେ ବାନ୍ଧିକି ରଖିବେ

ଭୁବନେଶ୍ୱର,୭।୯: ସୁଜିତ କୁମାର ବିଜେଡି ଛାଡ଼ି ଭାଜପାରେ ଯୋଗ ଦେବା ପ୍ରସଙ୍ଗରେ ଭାଜପା ବିଧାୟକ ବାବୁ ସିଂ ଏହାକୁ ନେଇ କହିଛନ୍ତି ଶୁଆ ଶାରୀ ଉପାଖ୍ୟାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri