ସୁରଟରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ,ଦୁଃଖରେ ଭାଙ୍ଗି ପଡ଼ିଛନ୍ତି ପରିବାର

ପୋଲସରା,୨ା୫(ସୁବ୍ରତ ବେହେରା): ସୁରଟରେ ଗତ ୨୯ ତାରିଖରେ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଣ୍ଡୁରୁ ଗ୍ରାମ କୁମ୍ଭାର ସାହିର କାହ୍ନୁ ବେହେରା (୪୨)। ସ୍ତ୍ରୀ, ଦୁଇଟି ଝିଅ ଏବଂ ଗୋଟିଏ ପୁଅକୁ ନେଇ କାହ୍ନୁଙ୍କ ପରିବାର। ପରିବାର ଚଳାଇବା ପାଇଁ ସେ ସୁରଟ ଯାଇ ସେଠାରେ କାମ କରୁଥିଲେ। କିଛିଦିନ ତଳେ ଗାଁକୁ ଆସି ପରିବାର ସହିତ ହସଖୁସିରେ ସମୟ କାଟି କାଟିଥିଲେ। ଗତ ୨୭ ତାରିଖରେ ପୁଣି କାମ କରିବାକୁ ସୁରଟ ଯାଇଥିଲେ। ୨୯ ତାରିଖରେ ସେଠାରେ ପହଞ୍ଚି କମ୍ପାନୀକୁ କାମ କରିବାକୁ ଯିବା ବେଳେ ହଠାତ ତାଙ୍କର ମୃତ୍ୟୁ ହୋଇଥିବା ଖବରପାଇ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ମୃତଦେହ ଗାଁକୁ ଆଣିବାକୁ ଆର୍ଥିକ ସମ୍ବଳ ନ ଥିବାରୁ ସେଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ପରିବାରକୁ ଏବେ କିଏ ସହାୟ ହେବ ସେ ନେଇ ସ୍ତ୍ରୀ ଚିନ୍ତାରେ ପଡ଼ିଛନ୍ତି। ପିଲାମାନଙ୍କ ପାଠ ପଢ଼ା ଓ ଚଳିବା ନିମନ୍ତେ କେହି ସହୃଦୟ ବ୍ୟକ୍ତି କିମ୍ବା ସେଚ୍ଛାସେବୀ ସଂଗଠନ ସହାୟତାର ହାତ ବଢ଼ାଇବାକୁ ଗ୍ରାମବାସୀ ନିବେଦନ କରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri