ଆଜି ପ୍ରକାଶ ପାଇବ ଓଡ଼ିଆ ଭାଷା ପରୀକ୍ଷାଫଳ

କଟକ,୧୭।୧(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ଦ୍ୱିତୀୟ ଦଶମ ଷ୍ଟାଣ୍ଡାର୍ଡ ଏକକ ବିଷୟ ଓଡ଼ିଆ ଭାଷା ଏବଂ ଦ୍ୱିତୀୟ ଅର୍ଦ୍ଧ ବାର୍ଷିକ ଅଷ୍ଟମ ଷ୍ଟାଣ୍ଡାର୍ଡ ଓଡ଼ିଆ ଭାଷା ପରୀକ୍ଷା ୨୦୨୫ର ଫଳ ଜାନୁଆରୀ ୧୭ ତାରିଖ (ଶନିବାର) ଅପରାହ୍ନ ୨ଟାରେ ପ୍ରକାଶ ପାଇବ। ବୋର୍ଡ ଓ୍ବେବ୍‌ସାଇଟ୍‌ www.bseodisha.ac.inରେ ପରୀକ୍ଷା ଫଳ ସେହି ସମୟରୁ ଉପଲବ୍ଧ ହେବ। ଏଥିସହ ଅପରାହ୍ନ ୪ଟାରୁ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀମାନଙ୍କ ଡିଜିଟାଲ ସାର୍ଟିଫିକେଟ ସେହି ଓ୍ବେବ୍‌ସାଇଟ୍‌ରୁ ମିଳିବ। ପରୀକ୍ଷାଫଳ ପ୍ରକାଶନ ତାରିଖଠାରୁ ମାସକ ପର୍ଯ୍ୟନ୍ତ ଡିଜିଟାଲ ସାର୍ଟିଫିକେଟ ଅନ୍‌ଲାଇନ୍‌ରେ ଉପଲବ୍ଧ ରହିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋ ମାଫିଆଙ୍କ ଘରେ ରେଡ୍‌: ବିପୁଳ ପରିମାଣର ବେଆଇନ ସମ୍ପତ୍ତି ଜବତ

ପାଟଣା,୧୭।୧(ବୀର କିଶୋର ଦାଶ): କେନ୍ଦୁଝର ପୋଲିସରର ଏକାଧିକ ଦଳ ଶନିବାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନ ଉପରେ ସମନ୍ବିତ ଚଢାଉ କରିଛନ୍ତିି ।...

ସୁନାଥାଳିରେ ଖାଇବେ! ୨୯ରୁ ୩୧ ଭିତରେ ଧନୀ ହେବେ ୩ ରାଶି…

ସବୁଠାରୁ ପ୍ରସିଦ୍ଧ ଭବିଷ୍ୟଜ୍ଞମାନଙ୍କ ମଧ୍ୟରୁ ଜଣେ ଥିଲେ ବୁଲଗେରିଆନ୍ ବାବା ଭେଙ୍ଗା। ତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ, ବିଶ୍ୱବାସୀଙ୍କ ବିଷୟରେ ଗୋଟିଏ ପରେ ଗୋଟିଏ ଭବିଷ୍ୟବାଣୀ କରିଥିଲେ...

ଇରାନର ଏକ ବଡ଼ ନିଷ୍ପତ୍ତିକୁ ନେଇ କୃତଜ୍ଞତା ଜଣାଇଲେ ଟ୍ରମ୍ପ

ଓ୍ବାଶିଂଟନ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ଜାନୁଆରୀ ୧୬) ଏକ ଅସାଧାରଣ ଏବଂ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇ ଇରାନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଟ୍ରମ୍ପ...

କିଏ ହେବେ ମୁମ୍ବାଇର ପରବର୍ତ୍ତି ମେୟର? ରେସରେ ରହିଛି ଏହିମାନଙ୍କ ନାମ

ମୁମ୍ବାଇ,୧୭।୧: ମୁମ୍ବାଇ ନଗର ନିଗମ ନିର୍ବାଚନରେ ଭାଜପା ଏକକ ବୃହତ୍ତମ ଦଳ ଭାବରେ ଉଭା ହୋଇଛି, ମୁମ୍ବାଇରେ ଶିବସେନାର ପ୍ରାୟ ତିନି ଦଶନ୍ଧି ଧରି ରହିଥିବା...

ମୃତବ୍ୟକ୍ତିଙ୍କ ନାଁରେ ଉଠାଯାଉଛି ଟଙ୍କା: ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୭ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ରତାଖଣ୍ଡି ପଞ୍ଚାୟତ ଅଧୀନ ରତାଖଣ୍ଡି ଗ୍ରାମର ରାଉତ ବରିହାଙ୍କ ଗତ ଜୁଲାଇରେ ମୃତ୍ୟୁ ଘଟିଛି। କିନ୍ତୁ ପଞ୍ଚାୟତ ପକ୍ଷରୁ...

କଳିଯୁଗରେ ରାହୁଙ୍କ ରାଜ୍‌, ୪ରାଶିଙ୍କୁ ମିଳିବ ଜବରଦସ୍ତ ଲାଭ…

ପ୍ରାଚୀନ ଶାସ୍ତ୍ରଗୁଡ଼ିକରେ ମୋଟ ଚାରୋଟି ଯୁଗର ଉଲ୍ଲେଖ ଅଛି, ଯେଉଁଥିରୁ ଗୋଟିଏ ହେଉଛି କଳିଯୁଗ (କଳିଯୁଗ)। ସତ୍ୟ ଯୁଗ, ତ୍ରେତୟା ଯୁଗ ଏବଂ ଦ୍ୱାପର ଯୁଗ...

ମୁମ୍ବାଇ ଟିମକୁ ବଡ଼ ଝଟକା, ହଠାତ ରଣଜୀ ଟ୍ରଫିରୁ ଓହରିଗଲେ ଅଜିଙ୍କ୍ୟ ରାହାଣେ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୧: ମୁମ୍ବାଇର ଅଭିଜ୍ଞ ବ୍ୟାଟସମ୍ୟାନ ଅଜିଙ୍କ୍ୟ ରାହାଣେ ରଣଜୀ ଟ୍ରଫିରେ ଖେଳିବେ ନାହିଁ। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (ଏମସିଏ)କୁ ସୂଚନା ଦେଇଛନ୍ତି ଯେ ସେ...

ସ୍ତ୍ରୀଙ୍କୁ କରଣୀରେ ହାଣିଲେ ସ୍ବାମୀ: କାରଣ ଜାଣିଲେ…

ପାରାଦୀପ,୧୭।୧(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ବଡପଡିଆ ସିନେମାହଲ ସମ୍ମୁଖ ବସ୍ତିରେ ଶନିବାର ସକାଳୁ ଅଭାବନୀୟ ଘଟଣା ଘଟିଛି।ନିଜ ସ୍ତ୍ରୀ ର ଚରିତ୍ରକୁ ସନ୍ଦେହ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri