ଆଜି ପ୍ରକାଶ ପାଇବ ଓଡ଼ିଆ ଭାଷା ପରୀକ୍ଷାଫଳ

କଟକ,୧୭।୧(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ଦ୍ୱିତୀୟ ଦଶମ ଷ୍ଟାଣ୍ଡାର୍ଡ ଏକକ ବିଷୟ ଓଡ଼ିଆ ଭାଷା ଏବଂ ଦ୍ୱିତୀୟ ଅର୍ଦ୍ଧ ବାର୍ଷିକ ଅଷ୍ଟମ ଷ୍ଟାଣ୍ଡାର୍ଡ ଓଡ଼ିଆ ଭାଷା ପରୀକ୍ଷା ୨୦୨୫ର ଫଳ ଜାନୁଆରୀ ୧୭ ତାରିଖ (ଶନିବାର) ଅପରାହ୍ନ ୨ଟାରେ ପ୍ରକାଶ ପାଇବ। ବୋର୍ଡ ଓ୍ବେବ୍‌ସାଇଟ୍‌ www.bseodisha.ac.inରେ ପରୀକ୍ଷା ଫଳ ସେହି ସମୟରୁ ଉପଲବ୍ଧ ହେବ। ଏଥିସହ ଅପରାହ୍ନ ୪ଟାରୁ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀମାନଙ୍କ ଡିଜିଟାଲ ସାର୍ଟିଫିକେଟ ସେହି ଓ୍ବେବ୍‌ସାଇଟ୍‌ରୁ ମିଳିବ। ପରୀକ୍ଷାଫଳ ପ୍ରକାଶନ ତାରିଖଠାରୁ ମାସକ ପର୍ଯ୍ୟନ୍ତ ଡିଜିଟାଲ ସାର୍ଟିଫିକେଟ ଅନ୍‌ଲାଇନ୍‌ରେ ଉପଲବ୍ଧ ରହିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ…

ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ…

ଜୁନ୍‌ ୯ରେ କ’ଣ କରିବେ ବିରାଟ କୋହଲି? ସାମ୍ନାକୁ ଆସିଲା ବଡ଼ ଖବର 

ନୂଆଦିଲ୍ଲୀ,୩।୬: ଆଇପିଏଲ ୨୦୨୬ର ରୋମାଞ୍ଚକର ସମାପ୍ତି ପରେ ଏବେ ପୁଣି ଥରେ ମଇଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତ ହେଉଛି ଭାରତୀୟ କ୍ରିକେଟ ଦଳ । ଆସନ୍ତା ଜୁନ…

ଏହିଦିନ ଖୋଲିବ ହର୍ମୁଜ୍, ଇରାନ ସହିତ ପରମାଣୁ ଚୁକ୍ତି ସମ୍ପର୍କରେ ବଡ଼ ଗୁମର ଖୋଲିଲେ ଟ୍ରମ୍ପ

ଓ୍ବାଶିଂଟନ,୩।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚୁକ୍ତି ଏବଂ ହର୍ମୁଜ୍ ପ୍ରଣାଳୀ ଖୋଲିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ଟ୍ରମ୍ପ…

ଥାଲାପତି ବିଜୟଙ୍କ ନୂଆ ରେକର୍ଡ: ଦେଶର ୫ ପ୍ରମୁଖ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ଏଣ୍ଟ୍ରି, ଜାଣନ୍ତୁ ନେଟ୍‌ୱର୍ଥ!

ନୂଆଦିଲ୍ଲୀ,୩।୬: ତାମିଲ ସିନେମାର ସୁପରଷ୍ଟାର ଥଲାପାତି ବିଜୟ (Thalapathy Vijay) ଏବେ ଚଳଚ୍ଚିତ୍ର ଦୁନିଆ ପରେ ରାଜନୀତି ମୈଦାନରେ ମଧ୍ୟ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ନିକଟରେ…

ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ନିଷ୍ପତ୍ତି, ଦିଗପହଣ୍ଡିକୁ ରେଳ ଲାଇନ ଓ ଛେଳିଗଡ ସେଚ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ ଗଣ ଆନ୍ଦୋଳନ

ଦିଗପହଣ୍ଡି,୩।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ଶ୍ରୀ ଉଜ୍ଜଳେଶ୍ୱର ଶୈବପୀଠ ସଭା ମଣ୍ଡପରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ…

୨୬ ବର୍ଷ ମାତୃଭୂମି ସେବା କରି ଜନ୍ମମାଟିକୁ ଫେରିଲେ ସଞ୍ଜିବ, ଧୁମଧାମରେ ସ୍ବାଗତ କଲେ ଗ୍ରାମବାସୀ

କେସିଙ୍ଗା,୩।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଖାସ ବାହାଲ ଗ୍ରାମର ସଞ୍ଜୀବ କୁମାର ଭୋଇ ଦୀର୍ଘ ୨୬ବର୍ଷ କାଳ ସି.ଆର.ପି.ଏଫ.ଇନ୍ସପେକ୍ଟର ଭାବେ ସୀମାସୁରକ୍ଷା ଦେଇ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri