‘ଝାଡ଼ଖଣ୍ଡରେ ଓଡ଼ିଆ ଭାଷା ମରିଯିବ’

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ଝାଡ଼ଖଣ୍ଡରେ ଓଡ଼ିଆ ଭାଷାକୁ ଦ୍ବିତୀୟ ରାଜ୍ୟଭାଷା ପ୍ରତ୍ୟାହାର ପ୍ରସଙ୍ଗରେ ଓଡ଼ିଶାରେ ରାଜନୀତି ଜୋର ଧରିଛି। ବିରୋଧୀ ଦଳ ନେତା ପ୍ରଦିପ୍ତ ନାୟକ ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏ ନେଇ ଝାଡ଼ଖଣ୍ଡ ଶିକ୍ଷାମନ୍ତ୍ରୀଙ୍କ ସହ କଥା ହେବେ ବୋଲି ପ୍ରତିକ୍ରିୟା ରଖିଛନ୍ତି।
ଏହି ପ୍ରସଙ୍ଗରେ ପ୍ରଦିପ୍ତ ନାୟକ ବୁଧବାର ଟୁଇଟରରେ ଲେଖିଛନ୍ତି ଯେ, ଝାଡ଼ଖଣ୍ଡ ସରକାର ଏବେ ଓଡ଼ିଆ ଭାଷାକୁ ସ୍କୁଲ କଲେଜରୁ ଉଚ୍ଛେଦ କରିବା ନେଇ ନିଷ୍ପତ୍ତି ନେଇଛନ୍ତି। ଏହା ପ୍ରତିଟି ଓଡ଼ିଆଙ୍କ ପାଇଁ ଅତ୍ୟନ୍ତ ଦୁଃଖଦ ଖବର। ଏଣିକି ଝାଡ଼ଖଣ୍ଡରେ ଓଡ଼ିଆ ଭାଷାଭାଷୀ ଅଞ୍ଚଳ ଷଢ଼େଇକଳା, ଖରସୁଆଁ, ସିଂହଭୂମି ଆଦିରେ ରହୁଥିବା ଲକ୍ଷ ଲକ୍ଷ ଓଡ଼ିଆ ପିଲା ସ୍କୁଲ କଲେଜରେ ଓଡ଼ିଆ ଭାଷା ପଢ଼ିପାରିବେ ନାହିଁ। ସେଠାରେ ରହୁଥିବା ଓଡ଼ିଆମାନଙ୍କୁ ସେମାନଙ୍କର ମୂଳ ସଂସ୍କୃତିରୁ ବିଚ୍ଛିନ୍ନ କରିବା ପାଇଁ ଝାଡ଼ଖଣ୍ଡ ସରକାରଙ୍କର ଏହା ଏକ କୁଯୋଜନା। ଏହି ନିଷ୍ପତ୍ତି ଲାଗୁ ହେଲେ ଆଉ କିଛି ବର୍ଷ ପରେ ସେଠାରେ ଓଡ଼ିଆ କହିବା ଓ ଲେଖିବା ଲୋକ ମିଳିବେନି। ଝାଡ଼ଖଣ୍ଡରେ ଓଡ଼ିଆ ଭାଷା ମରିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି: ଚିଠି କରି କାମ ସାରିଦେଲେ…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ…

ଯୁଦ୍ଧ ବନ୍ଦ କରିବା ପରେ ପାକିସ୍ତାନର ପ୍ରଧାନମନ୍ତ୍ରୀଙ୍କ ବିସ୍ଫୋରକ ବୟାନ: ମୁଁ ଘୋଷଣା କରୁଛି ଯେ, ଆଗାମୀ ଦିନରେ…

ଇସଲାମାବାଦ,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଶେଷରେ ଆମେରିକା ଏବଂ ଇରାନ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା…

ଇରାନ-ଆମେରିକା ଯୁଦ୍ଧବିରତିରେ ଏହି ଦେଶର ବଲ୍ଲେବଲ୍ଲେ, ଆଦାୟ କରିବ ହର୍ମୁଜ ଉପରେ ଶୁଳ୍କ

ଓ୍ବାଶିଂଟନ୍‌,୮।୪: ପଶ୍ଚିମ ଏସିଆରେ ପାଞ୍ଚ ସପ୍ତାହରୁ ଅଧିକ ସମୟ ଧରି ଲାଗି ରହିଥିବା ଯୁଦ୍ଧର ନିଆଁ ଶେଷରେ ଥଣ୍ଡା ପଡ଼ିଛି। ଆମେରିକା ଏବଂ ଇରାନ ଦୁଇ ସପ୍ତାହ…

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri