ଏପ୍ରିଲ୍‌ ୧ରୁ ୧୪ଯାଏ ପାଳନ ହେବ ‘ଓଡ଼ିଆ ପକ୍ଷ’

ଭୁବନେଶ୍ୱର,୩୧ା୩: ଏପ୍ରିଲ ୧ ଓଡ଼ିଶା ଦିବସଠାରୁ ୧୪ ତାରିଖ ପଣା ସଂକ୍ରାନ୍ତି ପର୍ଯ୍ୟନ୍ତ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ‘ଓଡ଼ିଆ ପକ୍ଷ’ ପାଳନ କରାଯିବ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତବର୍ଷ ଓଡ଼ିଶା ଦିବସକୁ ବେଶ୍‌ ଆଡ଼ମ୍ବର ସହିତ ପାଳନ କରାଯିବ। ସ୍ବତନ୍ତ୍ର ଭାଷାଭିତ୍ତିକ ଓଡ଼ିଶା ପ୍ରଦେଶ ଗଠନ ଉପଲକ୍ଷେ ୧ ତାରିଖରେ ରାଜ୍ୟ, ଜିଲା ଏବଂ ଉପଖଣ୍ଡସ୍ତରରେ ‘ଓଡ଼ିଶା ଦିବସ’ ପାଳନ କରାଯିବ।

ପ୍ରାଥମିକ ବିଦ୍ୟାଳୟର ଶିଶୁ ବାଟିକାରେ ନାମ ଲେଖାଯିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ୨ ତାରିଖରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ବାସନ୍ତୀକ ନବରାତ୍ର ପୂଜା: ସ୍କନ୍ଧମାତା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୩।୩,(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ପଞ୍ଚମ ଦିବସ ସୋମବାରରେ ଦେବୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି ।…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ଛୁରୀ ମାଡ଼ରେ ଯୁବକ ଗୁରୁତର

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର):ଜଙ୍ଗଲ ପୂଜା ସମୟରେ ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ବାରକୋଟ ଥାନାଅଞ୍ଚଳର ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଛୁରୀ ଭୁଷି ହତ୍ୟା…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri