ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି, ଭୂକମ୍ପ, ଯୁଦ୍ଧ ସହ ଦେଖା ଦେବ ରାଜନୈତିକ ଅସ୍ଥିରତା । ରାଜ୍ୟରେ ସରକାରଙ୍କୁ ଅଡୁଆରେ ପକାଇପାରନ୍ତି ବିରୋଧୀ । ଦେଶରେ ସୀମାରେ ଅଶାନ୍ତି ଓ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇପାରେ ।

ଓଡିଶାରେ ସାଧାରଣତଃ ୩ ପ୍ରକାରର ପାଞ୍ଜି ପ୍ରଚଳିତ ରହିଛି । ସେଗୁଡିକ ହେଲା ଜଗନ୍ନାଥ ପଞ୍ଜିକା, ବିରାଜ ପାଞ୍ଜି, ଚୈତନ୍ୟ ପାଞ୍ଜି । ଏହା ବ୍ୟତୀତ ଅଞ୍ଚଳ ବିଶେଷରେ ଖଡିରତ୍ନ ପଞ୍ଜିକା, କୋହିନୂର ପଞ୍ଜିକା, ରାଧାରମଣ ପାଞ୍ଜି ବ୍ୟବହୃତ ହୋଇଥାଏ । ତେବେ ଓଡିଶାରେ ୨ ମଣ୍ଡଳ ରହିଛି, ଯଥା ଜଗନ୍ନାଥ ମଣ୍ଡଳ ଓ ବିରଜା ମଣ୍ଡଳ । ଏସବୁ ମଧ୍ୟରୁ ୨ଟି ପଞ୍ଜିକାର ଅଧିକ ବ୍ୟବହାର ରହିଛି ।

ପଂଜିକାରେ ଚଳିତ ବର୍ଷ ପାଇଁ ରାଜ୍ଯ ସରକାରଙ୍କ ପାଇଁ ଅନେକ ସଙ୍କଟ ରହିଛି । ବିରୋଧୀ ଦଳମାନେ ସକ୍ରିୟ ହୋଇ ଅନେକ ଅପ୍ରୀତିକର ପରିସ୍ଥିତିରେ ସରକାରଙ୍କୁ ଅଡୁଆରେ ପକାଇବେ । ରାଜ୍ଯର ମୁଖିଆ ଓ ଅନେକ ମନ୍ତ୍ରୀମାନେ ଘନ ଘନ ବିଦେଶ ଗସ୍ତ କରି ରାଜ୍ଯର ରାଜସ୍ୱ ହାନୀ କରିବେ ।

ଫଳରେ ଦେଶ ତଥା ବିଦେଶରେ ପିଏମଙ୍କ ସୁନାମ ବୃଦ୍ଧି ପାଇବ । ତେବେ ମେଷ , ବୃଷ, ମିଥୁନ , କର୍କଟ , ସିଂହ , କନ୍ଯା , ତୁଳା , ବିଛା , ଧନୁ , ମୀନ ରାଶିର ଆୟ ଅପେକ୍ଷା ବ୍ଯୟ କମ ହେବାର ଯୋଗ ରହିଛି । ଆଉ ହଳଦିଆ ଜିନିଷର ଦର ଦାମ ଯଥା ହଳଦୀ , ସୁନା ଆଦିର ଦର ବୃଦ୍ଧି ପାଇବ । ସବୁପ୍ରକାର ଅପ୍ରୀତିକର ପରିସ୍ଥିତି , ଗ୍ରହଙ୍କ ଚଳନ ଆଦି ସତ୍ତ୍ୱେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଶରଣ ହିଁ ସବୁ ବିପଦ ଆପଦରୁ ମୁକ୍ତି କରିବ ବୋଲି କହିଛନ୍ତି ଜ୍ଯୋତିର୍ବିଦ ।


Enter your email to get our daily news in your inbox.

All Right Reserved By Dharitri.Com

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri