ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ, ମସ୍ତିସ୍କାଘାତ ଯୋଗୁଁ…

ଭୁବନେଶ୍ବର,୧୩ା୨: କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ । ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ନେଇ ସୂଚନା ରହିଛି । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ, ଗୁରୁବାର ଏକ ସାହିତ୍ୟ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥିଲେ । ହଠାତ୍ ଅସୁସ୍ଥ ହୋଇପଡ଼ିବାରୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଗୀତାଙ୍କ ମସ୍ତିସ୍କାଘାତ ହୋଇଥିବା ଜଣାପଡିଛି । ଏନେଇ ତାଙ୍କ ପରିବାର ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ । ୧୯୭୦ ମସିହାରୁ ଓଡ଼ିଆ ଚଳଚ୍ଚିତ୍ର ଏବଂ ଆଧୁନିକ ସଙ୍ଗୀତରେ ତାଙ୍କର ଅବଦାନ ପାଇଁ ପ୍ରସିଦ୍ଧ । ପ୍ରାୟତଃ ଅକ୍ଷୟ ମହାନ୍ତିଙ୍କ ସହ ମିଶି ତାଙ୍କର ପ୍ରସିଦ୍ଧ ଗୀତଗୁଡ଼ିକ ହେଉଛି ଏମିତି ପୁଅକୁ ମୁ ବାହା ହୁଏନ୍ତି, ବାହା ମୁ ହେବି ଏବଂ ମୋ ଦେହରେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri