ପମି ଆଣିଲେ ଅଭିଯୋଗ: ଚୋରି କରି ନେଇଛନ୍ତି ମୋ ଗୀତ

ଭୁବନେଶ୍ୱର,୨୬ା୯: ଗୀତ ଚୋରି ଅଭିଯୋଗରେ ସାଇବର ଥାନାର ଦ୍ୱାରସ୍ଥ କଣ୍ଠଶିଳ୍ପୀ ପମି ମିଶ୍ର। ତାଙ୍କର ୧୪ ବର୍ଷ ପୁରୁଣା ଗୀତ ଚୋରି ନେଇ ପ୍ରଯୋଜନା ସଂସ୍ଥା ନାଁରେ ସେ ଅଭିଯୋଗ କରିଛନ୍ତି। ସାଇ ସାଗର କ୍ରିଏସନ୍ ଓ ପବିତ୍ର ଏଣ୍ଟରଟେନମେଣ୍ଟ ନାଁରେ ଏହି ଅଭିଯୋଗ କରାଯାଇଛି।

ପମିଙ୍କ ଅନୁଯାୟୀ, ତାଙ୍କ ଗୀତକୁ ନିଜର ବୋଲି ଦାବି କରି ପ୍ରଡକ୍ସନ୍ ହାଉସ୍ ଭଲ ଟଙ୍କା ଆୟ କରିଛି। ସମ୍ପୃକ୍ତ ସଂସ୍ଥା ତାଙ୍କର ଏହି ଗୀତକୁ ସୋସିଆଲ ମିଡିଆରୁ ଡାଉନଲୋଡ୍ କରି ଏହାର ୟୁଟ୍ୟୁବ୍ ଚ୍ୟାନେଲରେ ଅପଲୋଡ୍ କରିଥିବା ଅଭିଯୋଗ କରି ସାଇ ସାଗର କ୍ରିଏସନ୍ ଏବଂ ପବିତ୍ର ଏଣ୍ଟରଟେନମେଣ୍ଟ ବିରୋଧରେ ଏକ ଗୀତ ଚୋରୀ ମାମଲା ଦାୟର କରିଛନ୍ତି।

ସେ ଅଭିଯୋଗ କରିଛନ୍ତି ଯେ ଏକ ଦମ୍ପତି କେବଳ ତାଙ୍କ ଗୀତ ଗାଇ ନାହାଁନ୍ତି ବରଂ ଏହି ଗୀତଟି ସେମାନଙ୍କର ବୋଲି ମଧ୍ୟ ଦାବି କରିଛନ୍ତି।

“ଘଟଣା ବିଷୟରେ ମୁଁ ଜାଣିଲି ଯେତେବେଳେ କିଛି ଶୁଭେଚ୍ଛୁ ମୋତେ ସାଇ ସାଗର କ୍ରିଏସନରୁ ମିଳିଥିବା ଭିଡିଓର ଲିଙ୍କ୍ ପଠାଇଲେ। ସାଇ ସାଗର କ୍ରିଏଟିଭ ନିର୍ମାତା ପ୍ରସନ୍ନ ଉପାଧ୍ୟାୟଙ୍କ ପତ୍ନୀ ପ୍ରତୀଭା ଉପାଧ୍ୟାୟ ଛଦ୍ମନାମ ଦାସଙ୍କ ନାମରେ ଏହି ଭିଡିଓ ଅପଲୋଡ୍ କରାଯାଇଛି ବୋଲି ସେମାନେ କହିଛନ୍ତି। ପମିଙ୍କର ଏହି ଗୀତଟି ନଭେମ୍ବର ୧୭, ୨୦୧୦ ରେ ରେକର୍ଡ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri