କେତେ ସମ୍ପତ୍ତି ଛାଡିଗଲେ ହ୍ୟୁମାନ ସାଗର, ଗୋଟିଏ ଗୀତ ପାଇଁ ନେଉଥିଲେ…

ଭୁବନେଶ୍ୱର,୧୮।୧୧: ହ୍ୟୁମାନଙ୍କ ଦେହାନ୍ତ ଖବର ଶୁଣି ସମଗ୍ର ଓଲିଉଡ ଜଗତରେ ଶୋକର ଛାୟା ଖେଳିଯାଇଛି। ତାଙ୍କୁ ଶେଷ ଦର୍ଶନ କରିବା ପାଇଁ ଓଲିଉଡର କଣ୍ଠଶିଳ୍ପୀ, ଅଭିନେତା ଓ ତାଙ୍କ ସହ କାମ କରୁଥିବା ଲୋକମାନେ ଏମ୍ସକୁ ଛୁଟି ଆସିଥିଲେ। ପରେ ପାର୍ଥିବ ଶରୀରକୁ କଟକସ୍ଥିତ ତାଙ୍କ ବାସଭବନକୁ ନିଆଯାଇଥିଲା । ସେଠାରେ ଶୁଭେଚ୍ଛୁମାନେ ତାଙ୍କର ଶେଷ ଦର୍ଶନ କରିଛନ୍ତି । ପରେ ମଙ୍ଗଳବାର ସକାଳୁ ତାଙ୍କୁ ତାଙ୍କ ପୈତୃକ ଗାଁ କୁ ନିଆଯାଇଛି । ସେଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କାର୍ଯ୍ୟକ୍ରମ ହୋଇଛି

ହ୍ୟୁମାନ ସାଗର ଚାଲିଗଲେ ଆଉ ଛାଡିଗଲେ ତାଙ୍କର ସବୁ ସମ୍ପତ୍ତି । ତେବେ କେତେ ସମ୍ପତ୍ତିର ମାଲିକ ଥିଲେ ହ୍ୟୁମାନ ସାଗର? ଜାଣନ୍ତୁ….

ରିପୋର୍ଟ ଅନୁଯାୟୀ ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ବାର୍ଷିକ ଆୟ ପ୍ରାୟ ୧୦ରୁ୧୨ କୋଟି ଟଙ୍କା ଥିଲା । କିଛି ଜାତୀୟ ଗଣମାଧ୍ୟମରେ ତାଙ୍କ ବାର୍ଷିକ ଆୟ ୮ରୁ୧୦ କୋଟି ଟଙ୍କା ଥିବା ନେଇ ମଧ୍ୟ ରିପୋର୍ଟ ପ୍ରକାଶ ପାଇଛି । ହ୍ୟୁମାନ ସାଗର ଗୋଟିଏ ଗୋଟିଏ ଷ୍ଟେଜ୍ ପ୍ରୋଗ୍ରାମ ପାଇଁ ୨ରୁ ୩ ଲକ୍ଷ ଟଙ୍କା ନେଉଥିଲେ । ସେହିଭଳି ଗୋଟିଏ ନୂଆ ଗୀତ ଗାଇବା ପାଇଁ ୮ରୁ୧୦ ଲକ୍ଷ ଟଙ୍କା ଚାର୍ଜ କରୁଥିଲେ ହ୍ୟୁମାନ । କେବଳ ସେତିକି ନୁହେଁ ୟୁଟ୍ୟୁବ, ବିଭିନ୍ନ ବିଜ୍ଞାପନ ବାବଦକୁ ମଧ୍ୟ ଭଲ ଟଙ୍କା ରୋଜଗାର କରୁଥିଲେ ହ୍ୟୁମାନ ସାଗର

 

 


Enter your email to get our daily news in your inbox.

All Right Reserved By Dharitri.Com

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…

ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର...

ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ, ଏହିଦିନ ମିଳିବ ନୂଆ ବହି

ଭୁବନେଶ୍ୱର,୫।୧୨: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା...

ମୋଦି-ପୁଟିନଙ୍କ ମିଳିତ ପ୍ରେସ୍‌ ବିବୃତ୍ତି: ନୂଆଦିଲ୍ଲୀରୁ ବିଶ୍ୱକୁ ଦେଲେ ବଡ଼ ସନ୍ଦେଶ, କହିଲେ ଆମେ ଏକାଠି…

ନୂଆଦିଲ୍ଲୀ,୫।୧୨: ଭାରତ-ରୁଷିଆ ସମ୍ପର୍କ ଏବଂ ସହଯୋଗର ୨୫ବର୍ଷ ପୂରଣ ହେବା ଉପରେ ରୁଷିଆ ରାଷ୍ଟ୍ରପତି ପୁଟିନ ଭାରତରେ ପହଞ୍ଚିଛନ୍ତି ଏବଂ ତାଙ୍କର ଗସ୍ତ ଗୁରୁତ୍ୱପୂର୍ଣ୍ଣ। ଗତକାଲିଠାରୁ...

ସକାଳୁ ଉଠିଲେ ପାଣି ପାଇଁ ସଂଘର୍ଷ: ୩୦ ପରିବାରକୁ ଗୋଟିଏ ନଳକୂପ

ଦାରିଙ୍ଗବାଡି, ୫/୧୨ (ଅରୁଣ ସାହୁ): ଭୋର ଉଠିଲେ ପିଇବା ଓ ବ୍ୟବହାର କରିବାକୁ ପାଣି ପାଇଁ ସଂଘର୍ଷ କରିବାକୁ ପଡୁଛି। ଦିନେ କି ୨ ଦିନ...

ଘରୋଇ ବିଶ୍ୱବିଦ୍ୟାଳୟରେ ଛାତ୍ର ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବାରଙ୍ଗ,୫ା୧୨(ଲିଙ୍ଗରାଜ ରାଉତ): ବାରଙ୍ଗସ୍ଥିତ ଏକ ଘରୋଇ ବିଶ୍ବବିଦ୍ୟାଳୟରେ ଜଣେ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତକ ପରିବାର ଲୋକ ଏନେଇ ବାରଙ୍ଗ ଥାନାରେ ହତ୍ୟା ଅଭିଯୋଗ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌

ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର...

ଗଞ୍ଜେଇ ହେରଫେର: ଫୁଲବାଣୀ ସଦର ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ,୫ା୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକଙ୍କୁ ରାଜ୍ୟ ଗୃହ ବିଭାଗ ନିଲମ୍ବନ କରିଛି। ତାଙ୍କ ନାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri