ଓଡ଼ିଆ ଛାତ୍ରୀ ଗଣବଳାତ୍କାର ଘଟଣା: ବୟଫ୍ରେଣ୍ଡଙ୍କୁ ଗିରଫ କଲା ପୋଲିସ, ସେହି ଦିନ ହିଁ…

କୋଲକାତା,୧୪ା୧୦: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାରେ ପୀଡ଼ିତାଙ୍କ ବୟଫ୍ରେଣ୍ଡଙ୍କୁ ଗିରଫ କରିଛି ଦୁର୍ଗାପୁର ପୋଲିସ । କ୍ୟାମ୍ପସ ବାହାରକୁ ନେବା ପାଇଁ ସେହିଦିନ ବୟଫ୍ରେଣ୍ଡ ଯୁବତୀଙ୍କୁ ପ୍ରବର୍ତ୍ତାଇ ଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ତେବେ ଆସନ୍ତାକାଲି ଅର୍ଥାତ୍‌ ବୁଧବାର ବୟଫ୍ରେଣ୍ଡକୁ କୋର୍ଟ ଚାଲାଣ କରାଯିବ। ଏନେଇ ଆସାନସୋଲ-ଦୁର୍ଗାପୁର କମିଶନରେଟ୍‌ ପୋଲିସ ପକ୍ଷରୁ ସୂଚନା ମିଳିଛି।

ସୂଚନାଥାଉକି, ବୟଫ୍ରେଣ୍ଡଙ୍କ ମିଶାଇ ଉକ୍ତ ଘଟଣାରେ ବର୍ତ୍ତମାନ ସୁଦ୍ଧା ୬ ଜଣଙ୍କୁ ଗିରଫ କରାଯାଇସାରିଲାଣି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ଗ୍ୟାସ୍‌କୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତା ୨୩ରୁ…

ନୂଆଦିଲ୍ଲୀ,୨୧ା୩: କେନ୍ଦ୍ର ସରକାର ଏଲ୍‌ପିଜିକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ସରକାର କହିଛନ୍ତି, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (UT)କୁ ବାଣିଜ୍ୟିକ ଏଲ୍‌ପିଜିର ଆଉ…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri