ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ଟିଜିଟି ପରି ସମାନ ଦରମା ପାଇବେ ଓଡ଼ିଆ ଶିକ୍ଷକ

ଭୁବନେଶ୍ୱର,୨୮ା୧୧: ଓଡ଼ିଆ ଶିକ୍ଷକମାନେ ରାଜ୍ୟରେ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ (ଟିଜିଟି-କଳା) ଙ୍କ ପରି ସମାନ ଦରମା ଏବଂ ଭତ୍ତା ପାଇବେ। ଓଡ଼ିଶା ସରକାରଙ୍କ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ଆଜି ଏ ସମ୍ପର୍କରେ ବିଜ୍ଞପ୍ତି ଜାରି କରିଛି। ୨୦୨୩ ମସିହାରେ ଟିଜିଟି(ଓଡ଼ିଆ) ପାଇଁ ଓଡିଶାରେ ସୃଷ୍ଟି ହୋଇଥିବା ମୋଟ ୧,୯୮୪ ଟିଜିଟି (କଳା) ପଦବୀର ୪୯୬ ଟି ପଦବୀ ଏହି ସୁବିଧା ପାଇବେ ବୋଲି ବିଭାଗ କହିଛି। ଟିଜିଟି(ଓଡ଼ିଆ) ପଦବୀଗୁଡ଼ିକ ଟିଜିଟି(କଳା) ବର୍ଗ ଅଧୀନରେ ଏକ ଉପ-ବର୍ଗ ହେବ ବୋଲି ବିଭାଗ କହିଛି।

ଉଲ୍ଲେଖଯୋଗ୍ୟ, ଓଡିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ରାଜ୍ୟର ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ପାଇଁ ମୋଟ ୬,୦୨୫ ଶିକ୍ଷକ ନିଯୁକ୍ତି କରିବାକୁ ଘୋଷଣା କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ୧,୯୮୪ ଟିଜିଟି (କଳା), ୧,୦୨୦ ଟିଜିଟି ସାଇନ୍ସ (ପିସିଏମ), ୮୮୦ ଟିଜିଟି ସାଇନ୍ସ (ସିବିଜେଡ), ୭୧୧ ହିନ୍ଦୀ ଶିକ୍ଷକ, ୭୨୯ ଶାସ୍ତ୍ରୀୟ ସଂସ୍କୃତ ଶିକ୍ଷକ, ୬ ତେଲୁଗୁ ଶିକ୍ଷକ, ୧୪ ଉର୍ଦ୍ଦୁ ଶିକ୍ଷକ ଏବଂ ୬୮୧ ଶାରୀରିକ ଶିକ୍ଷା ଶିକ୍ଷକ (ପିଇଟି) ପଦବୀ ପୂରଣ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିରେ ମହିଳାମାନଙ୍କ ପାଇଁ ୧,୯୮୮ ପଦବୀ ସଂରକ୍ଷିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri