ହାଇଦ୍ରାବାଦରେ ଓଡ଼ିଆ ମହିଳାଙ୍କୁ ବଳାତ୍କାର, ହତ୍ୟା ଅଭିଯୋଗ

ନୂଆଦିଲ୍ଲୀ,୨୦।୧୦: ହାଇଦ୍ରାବାଦର କୋମ୍ପାଲି ଅଞ୍ଚଳରେ ଜଣେ ଓଡ଼ିଆ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ସଙ୍ଗୀନ ଅଭିଯୋଗ ହୋଇଛି। ମୃତକ ଭୁବନେଶ୍ୱରର ଭରତପୁର ଅଞ୍ଚଳର ବାସିନ୍ଦା ଥିଲେ ଏବଂ ସ୍ୱାମୀ ଓ ୪ ବର୍ଷର ପୁଅ ସହିତ ଗତ ଛଅ ମାସ ହେବ ସେଠାରେ ରହୁଥିଲେ।

ମହିଳାଙ୍କ ସ୍ୱାମୀ ଏକ ନିର୍ମାଣ କମ୍ପାନୀର କ୍ୱାର୍ଟର୍ସରେ ରହି କାମ କରୁଥିଲେ। ସ୍ୱାମୀ ପାସ୍‌ପୋର୍ଟ କାମ ପାଇଁ ପୁଅକୁ ନେଇ ଓଡ଼ିଶା ଆସିଥିବା ବେଳେ ଗୁରୁବାର ରାତିରେ ଏହି ଘଟଣା ଘଟିଛି।

ମହିଳାଙ୍କ ମା’ଙ୍କ ଅଭିଯୋଗ ଅନୁଯାୟୀ, ଗୁରୁବାର ରାତିରେ ଜଣେ ଲୋକ ମହିଳାଙ୍କ କ୍ୱାର୍ଟର୍ସରେ ପଶି ଖଟ ତଳେ ଲୁଚି ରହିଥିଲା ଏବଂ ପରେ ବଳାତ୍କାର କରି ହତ୍ୟା କରିଥିଲା। ପଡ଼ୋଶୀମାନେ ଜଣେ ନିଶାସକ୍ତ ବ୍ୟକ୍ତିକୁ ଘରୁ ବାହାରକୁ ଯାଉଥିବା ଦେଖିଥିବା ସେ କହିଛନ୍ତି। ତାଙ୍କ ଝିଅ ମାନସିକ ଚାପରେ ନ ଥିଲା, ତେଣୁ ଏହା ଆତ୍ମହତ୍ୟା ନୁହେଁ ବୋଲି ପରିବାର ଲୋକେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ଏହି ଘଟଣାରେ ପେଟ-ବଶୀରାବାଦ ପୋଲିସ୍ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ମୃତ୍ୟୁର କାରଣ ଜାଣିବା ପାଇଁ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ଏବଂ ପୋଲିସ ବଳାତ୍କାର ଓ ହତ୍ୟା ସମେତ ସମସ୍ତ ଦିଗକୁ ତଦନ୍ତ କରୁଛି। ତେବେ ଏପର୍ଯ୍ୟନ୍ତ କାହାରିକୁ ଗିରଫ କରାଯାଇ ନାହିଁ। ପଶ୍ଚିମବଙ୍ଗରେ ଜଣେ ଓଡ଼ିଆ ଛାତ୍ରୀଙ୍କ ଗଣବଳାତ୍କାର ଘଟଣା ପରେ ଏହି ଘଟଣାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ ଯାଜପୁର ନେତାଙ୍କ...

ପ୍ରମିଳାଙ୍କ ଘରେ ଏମିତି କ’ଣ ହେଲା? ନବୀନ ନିବାସ ମୁହାଁ ହେଲେ ବରିଷ୍ଠ ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୦।୧: ନବୀନ ନିବାସରେ ବଡ଼ ହଲଚଲ। ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି ପରେ ଅଚାନକ ନବୀନ ନିବାସରୁ...

ପ୍ରମିଳାଙ୍କ ଘରେ ବୈଠକ ପରେ ପ୍ରୀତିରଞ୍ଜନ ଘଡ଼ାଇଙ୍କ ବିସ୍ଫୋରଣ, କହିଲେ ନିଜକୁ ବାଘ…

ଭୁବନେଶ୍ବର, ୨୦|୧ : ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ...

ନୀତିନ ନବୀନ କହିଲେ ରାଜନୀତି ଲଙ୍ଗ ମାରାଥନ, ଏଠି ସ୍ପିଡ ନୁହେଁ ଷ୍ଟାମିନାର ଟେଷ୍ଟ ହୋଇଥାଏ

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ପ୍ରଥମ ଥର ପାଇଁ ଦଳୀୟ କର୍ମୀ ଏବଂ ନେତାମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ...

ରାଜସ୍ବ ବିଭାଗର ବିଜ୍ଞପ୍ତି, ଓଡ଼ିଶାରେ ଏହି ତାରିଖରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର, ୨୦|୧:  ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ...

ଭାରତୀୟ ରେଳବାଇର ନୂଆ ନିୟମ, ଟ୍ରେନରେ ଅଧିକ ଘିଅ ନେଇ ଯାତ୍ରା କଲେ ଜେଲ୍…

ନୂଆଦିଲ୍ଲୀ,୨୦।୧: ଯାତ୍ରୀଙ୍କ ପାଇଁ ଭାରତୀୟ ରେଳବାଇର ଅନେକ ନିୟମ ରହିଛି । କିଛି ନିୟମ ବିଷୟରେ ଅବଗତ ହେବା ଉଚିତ, କାରଣ ଏକ ଛୋଟ ଭୁଲ...

ନୀତିନ ନବୀନ ମୋ ବସ୍‌, ମୁଁ ଜଣେ….ଭାବପ୍ରବଣ କରିଦେଲେ ମୋଦି

ନୂଆଦିଲ୍ଲୀ,୨୦।୧: ନୀତିନ ନବୀନ ମଙ୍ଗଳବାର ଆନୁଷ୍ଠାନିକ ଭାବରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି,ଭାଜପା ଏପରି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri