ହାଇଦ୍ରାବାଦରେ ଓଡ଼ିଆ ମହିଳାଙ୍କୁ ବଳାତ୍କାର, ହତ୍ୟା ଅଭିଯୋଗ

ନୂଆଦିଲ୍ଲୀ,୨୦।୧୦: ହାଇଦ୍ରାବାଦର କୋମ୍ପାଲି ଅଞ୍ଚଳରେ ଜଣେ ଓଡ଼ିଆ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ସଙ୍ଗୀନ ଅଭିଯୋଗ ହୋଇଛି। ମୃତକ ଭୁବନେଶ୍ୱରର ଭରତପୁର ଅଞ୍ଚଳର ବାସିନ୍ଦା ଥିଲେ ଏବଂ ସ୍ୱାମୀ ଓ ୪ ବର୍ଷର ପୁଅ ସହିତ ଗତ ଛଅ ମାସ ହେବ ସେଠାରେ ରହୁଥିଲେ।

ମହିଳାଙ୍କ ସ୍ୱାମୀ ଏକ ନିର୍ମାଣ କମ୍ପାନୀର କ୍ୱାର୍ଟର୍ସରେ ରହି କାମ କରୁଥିଲେ। ସ୍ୱାମୀ ପାସ୍‌ପୋର୍ଟ କାମ ପାଇଁ ପୁଅକୁ ନେଇ ଓଡ଼ିଶା ଆସିଥିବା ବେଳେ ଗୁରୁବାର ରାତିରେ ଏହି ଘଟଣା ଘଟିଛି।

ମହିଳାଙ୍କ ମା’ଙ୍କ ଅଭିଯୋଗ ଅନୁଯାୟୀ, ଗୁରୁବାର ରାତିରେ ଜଣେ ଲୋକ ମହିଳାଙ୍କ କ୍ୱାର୍ଟର୍ସରେ ପଶି ଖଟ ତଳେ ଲୁଚି ରହିଥିଲା ଏବଂ ପରେ ବଳାତ୍କାର କରି ହତ୍ୟା କରିଥିଲା। ପଡ଼ୋଶୀମାନେ ଜଣେ ନିଶାସକ୍ତ ବ୍ୟକ୍ତିକୁ ଘରୁ ବାହାରକୁ ଯାଉଥିବା ଦେଖିଥିବା ସେ କହିଛନ୍ତି। ତାଙ୍କ ଝିଅ ମାନସିକ ଚାପରେ ନ ଥିଲା, ତେଣୁ ଏହା ଆତ୍ମହତ୍ୟା ନୁହେଁ ବୋଲି ପରିବାର ଲୋକେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ଏହି ଘଟଣାରେ ପେଟ-ବଶୀରାବାଦ ପୋଲିସ୍ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ମୃତ୍ୟୁର କାରଣ ଜାଣିବା ପାଇଁ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ଏବଂ ପୋଲିସ ବଳାତ୍କାର ଓ ହତ୍ୟା ସମେତ ସମସ୍ତ ଦିଗକୁ ତଦନ୍ତ କରୁଛି। ତେବେ ଏପର୍ଯ୍ୟନ୍ତ କାହାରିକୁ ଗିରଫ କରାଯାଇ ନାହିଁ। ପଶ୍ଚିମବଙ୍ଗରେ ଜଣେ ଓଡ଼ିଆ ଛାତ୍ରୀଙ୍କ ଗଣବଳାତ୍କାର ଘଟଣା ପରେ ଏହି ଘଟଣାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri