ତାମିଲନାଡୁରେ ଆଖି ବୁଜିଦେଲେ ଓଡ଼ିଆ ଶ୍ରମିକ: ବାହୁନି ବାହୁନି କାନ୍ଦୁଛି ସ୍ତ୍ରୀ, ବିଧବା ମା’ ଆଖିରୁ ଶୁଖୁନି ଲୁହ
Posted inHome Left, ଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All
ଜନସଂଖ୍ୟା ଓ ଜଳବାୟୁ
ପୃଥିବୀରେ ମଣିଷ ବଞ୍ଚିବା ନିମନ୍ତେ ସୁସ୍ଥ ଜଳବାୟୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରକୃତି ରାଣୀର ବରଦାନ ଅନୁସାରେ ମଣିଷ ଏହି ପୃଥିବୀରେ ନିଜର ଜୀବନ ଅତିବାହିତ କରିପାରୁଛି।…
ଏଇ ଭାରତରେ
ଭାରତର ବିଭିନ୍ନ ସହର ଅଧୀନ ବସ୍ତିରେ ରହୁଥିବା ପିଲାମାନେ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ସେମାନେ ପ୍ରାୟତଃ ଶ୍ରମିକ ଶ୍ରେଣୀ ପରିବାରର ହୋଇଥିବାରୁ ସେମାନଙ୍କ ଶିକ୍ଷା ଉପରେ ମାତାପିତା…
ରାଜନୈତିକ ପ୍ରତାରଣା
ବିଭିନ୍ନ ସମୟରେ ରାଜନୈତିକ ଦଳ ଜନତାଙ୍କୁ ଅନେକ ପ୍ରତିଶ୍ରୁତି ଦେଇଥାନ୍ତି। ନିର୍ବାଚନୀ ଇସ୍ତାହାର ଜରିଆରେ ଓ ପରବର୍ତ୍ତୀ ସମୟରେ କ୍ଷମତାସୀନ ଦଳ ଭାବେ ପ୍ରତିଶ୍ରୁତି ଦିଅନ୍ତି। କିନ୍ତୁ…
ଲେବାନନ୍ରୁ ଇସ୍ରାଏଲ୍ ଓହରିବା ଆବଶ୍ୟକ: ଇରାନ
ଦୁବାଇ,୧୭ା୬: ପଶ୍ଚିମ ଏସିଆରେ ଯୁଦ୍ଧ ବନ୍ଦ ଲାଗି ଆମେରିକା ଓ ଇରାନ ସହମତିରେ ପହଞ୍ଚତ୍ଥିବା ଏବଂ ଆସନ୍ତା ୧୯ର ଉଭୟ ପକ୍ଷ ଆନୁଷ୍ଠାନିକ ଭାବେ ଚୁକ୍ତିନାମା ସ୍ବାକ୍ଷର…
ଶୁଭାରମ୍ଭ ବେଳେ ଫୁଲତୋଡ଼ା, ନିଲମ୍ବନ ପରେ ଏତଲା: ଫିଟୁଛି ବକ୍ସ କଣ୍ଡୁଇଟ୍ ନିର୍ମାଣ ଅନିୟମିତତା ଗୁମର
ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍ ନିର୍ମାଣରେ ହୋଇଥିବା ଅନିୟମିତତାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଏହି ଅନିୟମିତତା ଧରାପଡ଼ିବା ପରେ ଗତ ୮ତାରିଖ…
ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ
ଭୁବନେଶ୍ୱର, ୧୭ା୬(ବନ୍ଦନା ସେଠୀ):ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମଙ୍ଗଳବାର ଆଉ କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ…
ଆଜି ସୃଷ୍ଟି ହେବ ଧ୍ରୁବ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ସଫଳତା
ଆଜି ଜୁନ୍ ୧୭ ତାରିଖରେ, ଚନ୍ଦ୍ର କର୍କଟ ରାଶିରେ ଅଛନ୍ତି, ଏବଂ ଚନ୍ଦ୍ର, ବୃହସ୍ପତି ଏବଂ ଶନିଙ୍କ ପ୍ରଭାବ ପ୍ରଭାବଶାଳୀ ହେବ। ପୁନର୍ବାସୁ ନକ୍ଷତ୍ରର ଉପସ୍ଥିତି ‘ଧ୍ରୁବ…
ରକ୍ଷଣାବେକ୍ଷଣ ଅଭାବ: ରାସ୍ତାପାର୍ଶ୍ୱ ଆଲୋକୀକରଣ ଠପ୍
ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବିକଶୀତ ବରଗଡ଼ ଲକ୍ଷ୍ୟ ନେଇ ସହରର ବିଭିନ୍ନ ରାସ୍ତାପାର୍ଶ୍ୱରେ ଆଲୋକୀକରଣ ବ୍ୟବସ୍ଥା କରାଯାଇଛି। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ବାରମ୍ବାର ଏହି ଆଲୋକୀକରଣ ବ୍ୟବସ୍ଥା ଠପ୍ ପଡ଼ି…
Archives

