ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ରାଇକିଆ,୧ା୯(ପ୍ରଦୀପ ବେହେରା): କନ୍ଧମାଳରୁ ଯାଇ ବେଙ୍ଗାଲୁରୁଠାରେ କାର୍ଯ୍ୟରତ ଥିବା ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରାଇକିଆ ବ୍ଲକ ଦଡିଙ୍ଗିଆ ପଞ୍ଚାୟତ ଆମ୍ବେଦକର କଲୋନୀର ଲେଈମାନ ଦିଗାଲ।

ଲେଇମନ କିଛି ମାସ ତଳେ ବେଙ୍ଗାଲୁରୁ ଯାଇ ସେଠାରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ଗୁରୁବାର ହଠାତ ଅସୁସ୍ଥ ହୋଇଯିବାରୁ ତାଙ୍କୁ ସ୍ଥାନୀୟ ମେଡିକାଲ ନିଆଯାଇଥିଲା। କିନ୍ତୁ ମେଡ଼ିକାଲ ଯିବା ବାଟରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ମୃତଦେହ ଆଣିବା ନେଇ ସମସ୍ୟା ଉପୁଜିବାରୁ ସ୍ଥାନୀୟ ଲୋକେ ବିଧାୟକ ଏବଂ କନ୍ଧମାଳ ଏମ୍‌ପିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଲେଇମନଙ୍କ ମୃତଦେହ ଏକ ଆମ୍ବୁଲାନସ ଯୋଗେ ସଡ଼କ ପଥରେ ଗ୍ରାମକୁ ଆଣିବା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର

କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍‌): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ…

ଗୋପାଳପୁର ଭାୟା ଦିଗପହଣ୍ଡି – ରାୟଗଡ଼ା ରେଳ ଲାଇନ ପାଇଁ ଦାବି, ଜନ ଆନ୍ଦୋଳନ ପାଇଁ ନିଷ୍ପତ୍ତି 

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ବାଲିପଡ଼ା ଗ୍ରାମ ସ୍ଥିତ କଲ୍ୟାଣ ମଣ୍ଡପରେ ରବିବାର ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ପ୍ରସ୍ତାବିତ ଗୋପାଳପୁର…

ଧରିତ୍ରୀର ମହାପ୍ରଭାବ: ତୁମୋନିଖୋଲ ଗ୍ରାମରେ ପହଞ୍ଚିଲା ବ୍ଲକ ପ୍ରଶାସନ, ସମସ୍ୟାର ସମାଧାନ ପାଇଁ ବିଡିଓଙ୍କ ତ୍ବରିତ ପଦକ୍ଷେପ

ଥୁଆମୂଳ ରାମପୁର,୨୮।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ଗ୍ରାମପଞ୍ଚାୟତର ଉପାନ୍ତ ତୁମୋନିଖୋଲ ଗ୍ରାମର ବିଭିନ୍ନ ମୌଳିକ ସମସ୍ୟାକୁ ନେଇ ‘ଧରିତ୍ରୀ’ ଖବରକାଗଜରେ…

ପାଣି ନିଷ୍କାସନକୁ ନେଇ ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୧୫ ମାସ ପରେ ଅଭିଯୁକ୍ତ ୨ଭାଇଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଅଶୋକ…

ଭଲିରେ ଭାରତକୁ ମିଳିଲା ବ୍ରୋଞ୍ଜ ପଦକ

ଅହମ୍ମଦାବାଦରେ,୨୮।୬: AVC କପ୍‌ ପୁରୁଷ ଭଲିବଲରେ ଭାରତକୁ ବ୍ରୋଞ୍ଜ ପଦକ ମିଳିଛି। ଡିଫେଣ୍ଡିଂ ଚାମ୍ପିୟନ ବାହାରିନକୁ ୪ ସେଟ୍‌ ମୁକାବିଲାରେ ଭାରତ ହରାଇ ଏହି ପଦକ ହସଲ…

ଚାଷଜମିକୁ ଯାଉଥିବା ବେଳେ ନାଳ ନିକଟରେ ଟଳିପଡ଼ିଲେ ଚାଷୀ, ତାପରେ…

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ଼ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଚାଷଜମିକୁ ଯାଉଥିବା ବେଳେ ଟଳି ପଡିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri