ରାତାରାତି ବଦଳିଗଲା ଓଡ଼ିଆ ଯୁବକଙ୍କ ଭାଗ୍ୟ: ଜିତିଲେ ୩ କୋଟି ଟଙ୍କା ସହ ମହିନ୍ଦ୍ରା ଥାର୍

ଧର୍ମଶାଳା,୧୧।୪(ଶିବ ପ୍ରାସାଦ ମହାନ୍ତି): କେତେବେଳେ କାହା ଭାଗ୍ୟ ବଦଳିବ କେହି କହିପାରିବେ ନାହିଁ। ମଣିଷ ଅବସର ସମୟରେ ଗେମ ଖେଳିଥାଏ। ଲୋକେ ଅନେକ ସମୟରେ ଗେମ ଖେଳିଥାନ୍ତି। ବର୍ତମାନ ଆଇପିଏଲ ଚାଲିଥିବା ବେଳେ ଅନଲାଇନ ବେଟିଂ ବଜାର ସକ୍ରିୟ ହୋଇଉଠିଛି। ଏଥିରେ ଅନେକ ବେଟିଂ ଜିତି କୋଟିପତି ହେବାର ଖବର ଆସେ।

ଯାଜପୁର ଜିଲା ଧର୍ମଶାଳା ବ୍ଲକ ବଡ଼କାଏମା ପଞ୍ଚାଯତର କୁଳମଣି ତରାଇଙ୍କ ପୁଅ ଅନୀଲ ତରାଇ ବେଟିଂ କରି କୋଟିପତି ହୋଇଛନ୍ତି। ସେ ୩ କୋଟି ଟଙ୍କା ସହ ‘ମହିନ୍ଦ୍ରା ଥାର’ କାର୍ ଜିତିଛନ୍ତି। ସୂଚନା ମୁତାବକ ଅନିଲି ଗୁରୁବାର ସଂଧ୍ୟା ୭.୩୦ ଆଇପିଏଲ ମ୍ୟାଚ ପୂର୍ବରୁ My11Circle ରେ ଏକ ଟିମ କରି ୪୯ ଟଙ୍କା ଲଗାଇଥିଲେ।

ଖେଳ ଶେଷ ହେବା ପରେ ରାତି ପ୍ରାୟ ୧୧ଟା ସମୟରେ ସେ ୩ କୋଟି ଟଙ୍କା ସହ ମହିନ୍ଦ୍ରା ଥାର ଜିତିଥିବା ବେଳେ ୧ନମ୍ବର୍ ରେ ରହିଥିବା ଜାଣିବାକୁ ପାଇଥିଲେ। କମ୍ପାନୀ ପକ୍ଷରୁ ତାଙ୍କୁ ଯୋଗାଯୋଗ କରାଯାଇ ଆକାଉଣ୍ଟ ଖୋଲିବା ପାଇଁ କୁହାଯାଇଥିବା ସେ କହିଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ବେଶ ଚର୍ଚ୍ଚା ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri