ଓଡ଼ିଶା: ଆଜିର ଫଟୋ ( ୧୩ ନଭେମ୍ବର, ୨୦୨୬ )
କଟକରେ ନାଗ ଚତୁର୍ଥୀ ଅବସରରେ ତେଲୁଗୁ ସମ୍ପ୍ରଦାୟର ମହିଳାମାନେ ଗଡ଼ଗଡ଼େଶ୍ୱର ମନ୍ଦିର ନିକଟସ୍ଥ ତ୍ରିନାଥ ମନ୍ଦିର ପରିସରରେ ମାଟି ହୁଙ୍କା ମୂଳେ ଅଣ୍ଡା ଓ କ୍ଷୀର ନୈବେଦ୍ୟ…
ଓଡ଼ିଶା: ଆଜିର ଫଟୋ ( ୧୨ ନଭେମ୍ବର, ୨୦୨୬ )
କଟକ ବାଲିଯାତ୍ରା ତଳ ପଡ଼ିଆରେ ଚାଲିଛି ପ୍ରସ୍ତୁତି କାର୍ଯ୍ୟ ଭୁବନେଶ୍ୱର ୟୁନିଟ୍-୩ କ୍ୟାପିଟାଲ ସ୍କୁଲ ପରିସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ…
ଓଡ଼ିଶା: ଆଜିର ଫଟୋ ( ୧୧ ନଭେମ୍ବର, ୨୦୨୬ )
କଟକରେ ମା’ ଶ୍ୟାମାକାଳୀଙ୍କ ମେଢ଼ ଗୁଡ଼ିକ ବିସର୍ଜନ ପାଇଁ ଦେବୀଗଡା ଅଭିମୁଖେ ଯାଉଛନ୍ତି ଭୁବନେଶ୍ୱରର ବରମୁଣ୍ଡା ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ ଛାତ୍ରନେତା ସମ୍ମିଳନୀରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ…
ଓଡ଼ିଶା: ଆଜିର ଫଟୋ ( ୧୦ ନଭେମ୍ବର, ୨୦୨୬ )
କଟକ ବାଲିଯାତ୍ରା ତଳ ପଡ଼ିଆକୁ ଆସିଥିବା ଦୋଳିଗୁଡ଼ିକର ପ୍ରସ୍ତୁତି କାର୍ଯ୍ୟ ଚାଲିଛି କମଳା ନେହରୁ ମହିଳା ମହାବିଦ୍ୟାଳୟରେ ନେହରୁ ଯୁବ ପ୍ରତିଷ୍ଠାନ ପକ୍ଷରୁ…
ଭୁବନେଶ୍ୱରସ୍ଥିତ ୟୁନିଟ-୩ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁ ଦିବସ ପାଳିତ
ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍ଭେନସନ ସେଣ୍ଟରରେ ଆୟୋଜିତ ରାଜ୍ୟସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ପାଳନ ଅବସରରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱରସ୍ଥିତ ଲଳିତ କଳା ଆକାଡେ଼ମୀରେ ‘ଓଡ଼ିଶା କ୍ରାଫ୍ଟ ଓଡ଼େଶା ୨୦୨୪’ ଆୟୋଜିତ



ଭୁବନେଶ୍ୱରସ୍ଥିତ ରବିନ୍ଦ୍ରମଣ୍ଡପରେ ସ୍ରଜନ ପକ୍ଷରୁ ‘ଗୁରୁ କେଳୁଚରଣ ମହାପାତ୍ର ଆୱାର୍ଡ ଫେଷ୍ଟିଭାଲ’ ଆୟୋଜିତ
ଭୁବନେଶ୍ୱରସ୍ଥିତ ଗୀତ ଗୋବିନ୍ଦ ସଦନରେ ମିଳିତ ଶିକ୍ଷକ ଓ କର୍ମଚାରୀ ସଂଘ ପକ୍ଷରୁ ଆୟୋଜିତ ଗୁରୁ ଦିବସ ପାଳନ ଅବସରରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସହ ଯୋଗଦେଇଥିବା ଅନ୍ୟ ଅତିଥି ଏବଂ ଗୁରୁ ମାନେ
ଭୁବନେଶ୍ୱରସ୍ଥିତ ରସୁଲଗଡ଼ ଛକରେ ଟ୍ରାଫିକ ଜାମ
କଟକ ତୁଳସୀପୁରସ୍ଥିତ ଓଡ଼ିଶା ପୋଲିସ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ
