ଖୁବ୍‌ଶୀଘ୍ର ପୂରଣ ହେବ ୧୪୧୪ ଆର୍‌ଆଇ, ଏଆର୍‌ଆଇ, ଅମିନ ପଦ

ଭୁବନେଶ୍ୱର,୧୨।୧୨(ରବିନାରାୟଣ ଜେନା): ରାଜ୍ୟ ସରକାର ଖାଲିଥିବା ପଦ ପୂରଣକୁ ଗୁରୁତ୍ଵ ଦେଉଥିବାବେଳେ ରାଜସ୍ବ ବିଭାଗ ପକ୍ଷରୁ ତିନୋଟି ବର୍ଗର ୧୪୧୪ ପଦ ପୂରଣ ଲାଗି ଓଡ଼ିଶା ସବୋର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସ୍ଏସ୍ଏସ୍‌ସି)ଙ୍କୁ ପତ୍ର ଲେଖି ଅବଗତ କରାଯାଇଛି। ଯଦି ଜିଲାସ୍ତରରେ କୌଣସି ପଦ ଖାଲି ରହିଥିବା ସେନେଇ ସଦ୍ୟତମ ରିକ୍ୟୁଜିଶନ୍ (ଖାଲିପଦ ତାଲିକା) ବିଭାଗକୁ ପଠାଇବାକୁ ସବୁ ଜିଲାପାଳଙ୍କୁ କୁହାଯାଇଛି।

ବିଭାଗୀୟ ଅତିରିକ୍ତ ସଚିବ ଆଲୋମଣୀ ସେଠୀ ଏ ସଂକ୍ରାନ୍ତରେ ଏକ ପତ୍ର ଲେଖ୍ ଅବଗତ କରାଇଛନ୍ତି । ସେ ପତ୍ରରେ ଜିଲାପାଳମାନଙ୍କୁ ଦର୍ଶାଇଛନ୍ତି, ସରକାରଙ୍କ ପକ୍ଷରୁ ନିଯୁକ୍ତି ପ୍ରକ୍ରିୟାକୁ ବହୁ ଗୁରୁତ୍ବ ଦିଆଯାଉଛି I ତେଣୁ ରାଜ୍ୟରେ ଖାଲି ପଡ଼ିଥିବା ୨୯୬ ଆରଆଆଇ (ରେଭିନ୍ୟୁ ଇନ୍‌ସପେକ୍ଟର), ୫୭୨ ଏଆର୍‌ଆଇ (ଆସିଷ୍ଟାଣ୍ଟ ରେଭିନ୍ୟୁ ଇନ୍ସପେକ୍ଟର) ଓ ୫୪୬ ଅମୀନ ପଦବୀ ପୂରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri