ପ୍ରଥମ ପର୍ଯ୍ୟାୟ: ଲୋକ ସଭା ପାଇଁ ୭୫.୧୭%, ବିଧାନସଭା ପାଇଁ ୭୪.୬୫% ମତଦାନ

ଭୁବନେଶ୍ୱର,୧୪ା୫(ଅନିଲ ଦାସ)-ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ମତଦାନ କେନ୍ଦ୍ରରୁ ଇଭିଏମ୍‌ଗୁଡ଼ିକୁ ଅଣାଯାଇ କଡ଼ା ସୁରକ୍ଷା ବଳୟରେ ଷ୍ଟ୍ରଙ୍ଗ୍‌ରୁମ୍‌ରେ ରଖାଯାଇଛି। ସୋମବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା ଆସନ ଓ ଏହା ଅନ୍ତର୍ଗତ ୨୮ ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ହୋଇଛି।

ଭାରତର ନିର୍ବାଚନ କମିଶନଙ୍କ ଟର୍ନ ଆଉଟ ଆପ୍‌ ସୂଚନା ଅନୁଯାୟୀ, ଏହି ପର୍ଯ୍ୟାୟରେ ମଙ୍ଗଳବାର ରାତି ୧୦ଟା ସୁଦ୍ଧା ଲୋକ ସଭା ପାଇଁ ମୋଟ ମତଦାନ ହାର ୭୫.୧୭ ପ୍ରତିଶତ ହୋଇଥିବା ବେଳେ ବିଧାନସଭା ପାଇଁ ମୋଟ ୭୪.୬୫ ପ୍ରତିଶତ ହୋଇଛି।

ନବରଙ୍ଗପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ସର୍ବାଧିକ ୮୫.୬୩ ପ୍ରତିଶତ ମତଦାନ ହୋଇଛି। ଏହି ପର୍ଯ୍ୟାୟରେ ଲୋକ ସଭା ଆସନ ପାଇଁ କୋରାପୁଟରୁ ୧୧ ଜଣ, ନବରଙ୍ଗପୁରରୁ ୪, କଳାହାଣ୍ଡିରୁ ୧୧, ବ୍ରହ୍ମପୁରରୁ ୧୧ ଜଣ ପ୍ରାର୍ଥୀଙ୍କ ସମେତ ୨୮ ବିଧାନସଭାରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ୍‌ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି…

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri