Posted inଖେଳ

ପାରା ବ୍ୟାଡ୍‌ମିଣ୍ଟନ ଟ୍ରାଏଲରେ ଓଡ଼ିଶାର ୪

ଭୁବନେଶ୍ୱର, ୨୫।୭(ତପନ ସ୍ବାଇଁ): ଉତ୍ତର ପ୍ରଦେଶର ଗ୍ରେଟର ନଏଡାଠାରେ ଏସିଆନ ପାରା ଗେମ୍ସର ବ୍ୟାଡ୍‌ମିଣ୍ଟନ ଇଭେଣ୍ଟ ପାଇଁ ଚୟନ ଟ୍ରାଏଲ୍‌ ସୋମବାରଠାରୁ ଆରମ୍ଭ ହୋଇଛି। ଏଥିରେ ଓଡ଼ିଶାର ୪ ଖେଳାଳି ଅଂଶଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରମୋଦ ଭଗତ ସିଙ୍ଗଲ୍ସ, ଡବଲ୍ସ, ମିକ୍ସଡ ଡବଲ୍ସ ଏବଂ ଦୀପ୍‌ ରଞ୍ଜନ ବିଷୋଇ, ଦିଲେଶ୍ୱର ରାଓ ଓ ଶୁଭ୍ରଜିତ ମହାରଣା କେବଳ ଡବଲ୍ସ ଇଭେଣ୍ଟରେ ଭାଗନେବେ। ଟ୍ରାଏଲ୍‌ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିବସରେ ପ୍ରମୋଦ ଭଗତ ସିଙ୍ଗଲ୍ସରେ ୨ଟି ମ୍ୟାଚ ଜିତିଛନ୍ତି। ଡବଲ୍ସ ଓ ମିକ୍ସଡ ଡବଲ୍ସରେ ତାଙ୍କୁ ମିଶ୍ରିତ ଫଳ ମିଳିଛି। ଦୀପ ରଞ୍ଜନ ଡବଲ୍ସରେ ଗୋଟିଏ ମ୍ୟାଚ ଖେଳି ହାରିଛନ୍ତି। ଶୁଭ୍ରଜିତ ଓ ଦିଲେଶ୍ୱର ଡବଲ୍ସରେ ୨ଟି ଲେଖାଏ ମ୍ୟାଚ ଖେଳି ପରାଜିତ ହୋଇଛି। ନିୟମ ଅନୁସାରେ ପ୍ରତି ପ୍ରତିଯୋଗୀ ପରିସ୍ପର ସହିତ ଖେଳିବାପରେ ଟପ୍‌-୩ରେ ରହିବା ଖେଳାଳି ଏସିଆନ ପାରା ଗେମ୍ସ ପାଇଁ ଯୋଗ୍ୟତା ଅର୍ଜନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

କି ଦଣ୍ଡ ମିଳିବ ଉଦୟନିଧି ଷ୍ଟାଲିନଙ୍କୁ ,ସେ ତ୍ରିଶାଙ୍କ ବିଷୟରେ କ’ଣ କହିଥିଲେ? ଥାଲାପତି ବିଜୟଙ୍କ ସହ ଅଭିନେତ୍ରୀଙ୍କ ସମ୍ପର୍କ କ’ଣ? ଜାଣନ୍ତୁ ….

ଚେନ୍ନାଇ,୪।୮: ତ୍ରିଶା କୃଷ୍ଣନଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେଇ ଉପ ମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗୁରୁତର ସମସ୍ୟାରେ ପଡ଼ିଛନ୍ତି। ଜଣେ ଘନିଷ୍ଠ ବନ୍ଧୁଙ୍କ ବିଷୟରେ ଏହି ମନ୍ତବ୍ୟ…

ଗିରଫ ହେବା ପରେ ଉଦୟନିଧି ଷ୍ଟାଲିନଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ-ମୁଁ କ’ଣ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କ ଅଡ଼ୁଆ ବଢ଼ିଛି। ଅଭିନେତ୍ରୀ ତ୍ରିଶାଙ୍କୁ ନେଇ କରିଥିବା ମନ୍ତବ୍ୟ ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ତ୍ରିଶାଙ୍କୁ ନେଇ କଥିତ ଦ୍ୱିଅର୍ଥବୋଧକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri