ଅଲାରନାଥଙ୍କ ଦର୍ଶନ କଲେ ୫ଟି ସଚିବ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ପ୍ରଭୁ ଶ୍ରୀ ଅଲାରନାଥଙ୍କ ଦର୍ଶନ କଲେ ୫ଟି ସଚିବ ଭିକେ ପାଣ୍ଡିଆନ। ଗୁରୁବାର ଅପରାହ୍ନରେ  ଦର୍ଶନ କରିବା ସହ ମନ୍ଦିରର ସ୍ଥିତି ସମୀକ୍ଷା କରିଥିବା ଜଣାପଡିଛି। ମନ୍ଦିର ସୌନ୍ଦର୍ଯ୍ୟକରଣ, ଉନ୍ନତି ଓ ଜଳ ନିଷ୍କାସନ ସମ୍ପର୍କରେ ମନ୍ଦିର ପ୍ରଶାସନ ଓ ସେବାୟତଙ୍କ ସହିତ ସେ ଆଲଲୋଚନା କରିଥିଲେ। ୫ଟି ସଚିବଙ୍କ ସମେତ ଜିଲାପାଳ ଏବଂ ଅନ୍ୟ ପ୍ରଶାସନିକ ଅଧିକାରୀ, ସ୍ଥାନୀୟ ପ୍ରଶାସନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କମୁଛିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୩୯ ଜୀବନ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ହେଲେ ଗତ ୨୪ ଘଣ୍ଟାରେ...

ବିବାହ ପୂର୍ବରୁ ଜୀବନ ହାରିଲେ ଯୁବକ

ଲଙ୍ଗଳେଶ୍ୱର,୧୪।୭(ଡି.ଏନ୍‌.ଏ.): ଆଉ ଦିନ କେଇଟା ପରେ ହୋଇଥାନ୍ତା ବାହାଘର। ଏହା ପୂର୍ବରୁ ଜୀବନ ହାରିଦେଲେ ଯୁବକ। ବେକରେ ରଶି ଲଗାଇ ଯୁବକ ଜଣଙ୍କ ଆତ୍ମହତ୍ୟା କରିଛନ୍ତି।...

ମୁମ୍ବାଇଠାରୁ ଭୁବନେଶ୍ୱର ବହୁତ ଭଲ: ଲାରା ଦତ୍ତ

ଭୁବନେଶ୍ୱର,୫ା୫(ବ୍ୟୁରୋ): ବଲିଉଡ୍‌ ଅଭିନେତ୍ରୀ ଲାରା ଦତ୍ତ ଭୁବନେଶ୍ୱର ଆସିଛନ୍ତି। ଜନତା ମଇଦାନରେ ଆୟୋଜିତ ମହିଳା ବ୍ୟବସାୟ ମେଳାରେ ସେ ଯୋଗ ଦେଇଛନ୍ତି। ଏହି ମେଳାକୁ ମୁଖ୍ୟମନ୍ତ୍ରୀ...

ଟ୍ରକ୍‌ ପଛରେ ପିଟି ହେଲା କାର୍‌, ୪ ଜଣଙ୍କ ଜୀବନ ଗଲା

ଖୋର୍ଦ୍ଧା ଅଫିସ,୧ା୧୨: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ବଡ଼ପୋଖରୀଆ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଏନ୍‌ଏଚ୍‌-୧୬ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌...

୭୩.୫% ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ରାଜ୍ୟରେ ପୁରୁଷ ଓ ମହିଳା ସେହିପରି ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଲୋକମାନଙ୍କ କ୍ଷେତ୍ରରେ କୋଭିଡ୍‌ ଆଣ୍ଟିବଡ଼ି ସୃଷ୍ଟି ହେବା ନେଇ କୌଣସି ବଡ଼...

ଗଜପତିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ବିଦେଶରୁ ଫେରି ହୋମ୍‌ କ୍ୱାରେଣ୍ଟାଇନ୍‌ ରହିଛନ୍ତି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି।...

ବିଜେପୁରରେ ୨୬୮ଜଣ କ୍ବାରାଣ୍ଟାଇନରେ: ୧୨ ସାମ୍ପୁଲ ନେଗେଟିଭ

ବିଜେପୁର, ୧୫।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ନେଇ ଲୋକଙ୍କ ମନରେ ଭୟ ଯେତିକି ସଚେତନତା ମଧ୍ୟ ସେତିକି। ଅଳ୍ପ କିଛି ଅମାନିଆଙ୍କୁ ଛାଡିନେଲେ ସମସ୍ତେ ପ୍ରଶାସନକୁ ସହଯୋଗ...

ସୁଶାନ୍ତ ଧଳସାମନ୍ତ ଥିବା ଜେଲ ଭିତର ଫଟୋ ଭାଇରାଲ

ବଲାଙ୍ଗୀର ଅଫିସ,୧୫।୧୨: ୨୦୧୮ ମସିହାରୁ ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳସାମନ୍ତ ବଲାଙ୍ଗୀର ଜିଲା ଜେଲରେ ରହିଛନ୍ତି। ଏବେ ସୁଶାନ୍ତ ଥିବା ଜେଲ ଭିତରର ଫଟୋ ଭାଇରାଲ ହେବା...

Advertisement
Archives

Model This Week