ଦାନା ବାନ୍ଧୁଛି ଆଉ ଏକ ବାତ୍ୟା: ୨୭ରୁ ଦକ୍ଷିଣ ଓଡ଼ିଶାରେ ବର୍ଷା…

ଭୁବନେଶ୍ୱର,୨୩ା୧୧(ଅନିଲ ଦାସ)- ତାମିଲନାଡୁ ଉପକୂଳରେ ଦାନା ବାନ୍ଧୁଛି ଏକ ବାତ୍ୟା । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୫ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ଧୀରେ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ ବୋଲି ଅନୁମାନ କରାଯାଉଛି । ୨୮ କିମ୍ବା ୨୯ ତାରିଖ ବେଳକୁ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତିକରି ତାମିଲନାଡୁ କିମ୍ବା ଦକ୍ଷିଣ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବା ସମ୍ଭାବନା ରହିଛି। ତେବେ ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ବାତ୍ୟାର ରୂପରେଖ ସ୍ପଷ୍ଟ ହେବ ବୋଲି ପାଣିପାଗ ବିଜ୍ଞାନୀ ଶରତ ଚନ୍ଦ୍ର ସାହୁ କହିଛନ୍ତି।

ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ୨୭ରୁ ୩୦ ତାରିଖ ଯାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ସୋନପୁର, ସୁନ୍ଦରଗଡ଼ ଆଦି ଜିଲାରେ ବର୍ଷା ହେବାର ସମ୍ଭାବନା ନାହିଁ। ରବିବାରଠାରୁ ପାଗରେ ପରିବର୍ତ୍ତନ ହେବ। ଆକାଶ ମେଘାଚ୍ଛନ୍ନ ରହିବା ସହିତ ରାତ୍ରିର ତାପମାତ୍ରା ବୃଦ୍ଧି ପାଇବ। ଫଳରେ ଶୀତ ହ୍ରାସ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri