ଭାରସାମ୍ୟ ହରାଇ ଦୋକାନ ଭିତରେ ପଶିଲା ହାଇଓ୍ବା, ୭ ବାଇକ୍‌ ଚୁରମାର୍‌ ; ମାଲିକ ଗୁରୁତର

ତିଗିରିଆ, ୩।୪(ଜାଫର ଖାଁ ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଜେମାଦେଇପୁର ସ୍ଥିତ ମଙ୍ଗଳାବଜାରରେ ବୁଧବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ଆଠଗଡ ପଟୁ ବଡମ୍ବା ଆଡକୁ ଦ୍ରୁତଗତିରେ ଯାଉଥିବା ଏକ ହାଇୱା ଭାରସାମ୍ୟ ହରାଇ ୩ ଦୋକାନ ଭାଙ୍ଗିବା ସହିତ ୭ ବାଇକ, ଗୋଟିଏ ସାଇକେଲ ଉପରେ ଚଢ଼ିଯାଇଛି। ଭାଙ୍ଗିଥିବା ଦୋକାନଗୁଡିକ ମଧ୍ୟରୁ ଗୋଟିଏ ପରିବା ଦୋକାନ, ଗୋଟିଏ ପାନ ଦୋକାନ ଓ ଶେଷ ଦୋକାନଟି ଗ୍ୟାରେଜ ଥିବା ଜଣାପଡ଼ିଛି। ସେହିଭଳି ମରାମତି ପାଇଁ ଥିବା ମୋଟର ସାଇକଲଗୁଡିକ ଭାଙ୍ଗିଛି l ଏହି ଦୁର୍ଘଟଣାରେ ଗ୍ୟାରେଜ ମାଲିକ ଗୁରୁତର ହୋଇଛନ୍ତି l ତିଗିରିଆ ପୋଲିସ ହାଇୱାକୁ ଜବତ କରିଛି l


Enter your email to get our daily news in your inbox.

All Right Reserved By Dharitri.Com

କଫି ଚାଷ ସମ୍ୱନ୍ଧୀୟ ବ୍ଲକ ସ୍ତରୀୟ କର୍ମଶାଳା , ଯୋଗଦେଲେ ଚାଷୀ

ଦାରିଙ୍ଗବାଡି, ୭।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚା ପରିସର ମଧ୍ୟରେ ଗୁରୁବାର କଫି ଚାଷ ସମ୍ୱନ୍ଧୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ…

ରାଜ୍ୟରେ ଘନେଇଲାଣି ପେଟ୍ରୋଲ, ଡିଜେଲ ଅଭାବ

ଗତ ଫେବୃଆରୀ ୨୮ରୁ ଇରାନ୍‌ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ: ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ଗୁଳି କରି ହତ୍ୟା, ବାଜିଛି ୩ ରାଉଣ୍ଡ ଗୁଳି

କୋଲକାତା,୬।୫: ପଶ୍ଚିମବଙ୍ଗରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ବରିଷ୍ଠ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହକାରୀ (PA) ଚନ୍ଦ୍ରନାଥ ରଥଙ୍କୁ…

କାଗଜ କଲମରେ ସୀମିତ ‘ଜଙ୍ଗଲ ଅଧିକାର’: ସେମେଳପଦର ଗ୍ରାମବାସୀଙ୍କୁ ମିଳୁନି ହକ୍, ପ୍ରଶାସନିକ ଅବହେଳାରୁ ବଢୁଛି ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କର୍ଲାପାଟ ପଞ୍ଚାୟତର ସେମେଳପଦର ଗ୍ରାମରେ ଜଙ୍ଗଲ ଅଧିକାର ଆଇନ କେବଳ ପ୍ରହସନ…

କୁଟ୍ରୁମାଳି ଜନଶୁଣାଣି ସ୍ଥଗିତ: “ମା’-ମାଟି-ମାଳି” ରକ୍ଷା ପାଇଁ କଳାହାଣ୍ଡି ଓ ରାୟଗଡ଼ାରେ ଗର୍ଜୁଛି ଆନ୍ଦୋଳନ

ଥୁଆମୂଳ ରାମପୁର, ୬।୫ (ଦୁର୍ଗା କୀର୍ତ୍ତି): କୁଟ୍ରୁମାଳି ବକ୍ସାଇଟ୍ ଖଣି ପ୍ରକଳ୍ପକୁ ନେଇ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାର ଖଣି ପ୍ରଭାବିତ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ଦେଖାଦେଇଛି।…

ବ୍ରହ୍ମପୁରରୁ ଚୋରି ହୋଇଯାଇଥିଲା ବାଇକ, ଦେଢବର୍ଷ ପରେ ମାଲିକଙ୍କୁ ଫେରାଇଲା କେ. ନୂଆଗାଁ ପୋଲିସ

ଦିଗପହଣ୍ଡି,୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ପୋଲିସକୁ ରାସ୍ତାକଡ ରୁ ମିଳିଥିବା ହୋଣ୍ଡା ୟୁନିକର୍ଣ୍ଣ ବାଇକ (ନଂ. ଓଡ଼ି୦୭ ଏଜି – ୪୨୫୦) କୁ…

ବିଶ୍ବରେ ଚହଳ! ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ, ହର୍ମୁଜ୍‌ ନ ଖୋଲିଲେ ବୋମାମାଡ଼…

ଓ୍ବାଶିଂଟନ,୬ା୫: ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପୁନର୍ବାର ଇରନକୁ ଧମକ ଦେଇଛନ୍ତି। ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ ନ ଖୋଲିରେ ଅଧିକ ବୋମାମାଡ଼ ହେବ ବୋଲି…

କାଲି ତାମିଲନାଡୁରେ ହେବନି ଶପଥ ସମାରୋହ! ଟିଭିକେକୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ମାଗିଲେ ରାଜ୍ୟପାଳ

ଚେନ୍ନାଇ,୬ା୫: ତାମିଲନାଡୁରେ ଗୁରୁବାର ହେବାକୁ ଥିବା ବିଜୟଙ୍କ ଶପଥ ଗ୍ରହଣ ସମାରୋହକୁ ସ୍ଥଗିତ ରଖାଯାଇପାରେ । ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଲାଗା ଭେଟ୍ଟ୍ରି କାଝଗମ୍‌ (ଟିଭିକେ) ତାମିଲନାଡୁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri