ରାଜ୍ୟରେ ଦିନକରେ ଆରୋଗ୍ୟ ଲାଭକଲେ ରେକର୍ଡ ସଂଖ୍ୟକ: ସୁସ୍ଥ ହେଲେ ୪୦୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୯।୭(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୧୦୦ ଜଣ ରହିଛନ୍ତି। ସେହିପରି ଗଜପତି ୬୭, କଟକ ୪୨, ଯାଜପୁର ୩୨, ଦେବଗଡ଼ ୧୯, କୋରାପୁଟ ୧୮, ଖୋର୍ଦ୍ଧା ୧୫, ବରଗଡ଼ ୧୪, ଭଦ୍ରକ ୧୪, ବାଲେଶ୍ୱର ୧୨, କେନ୍ଦୁଝର ୧୦, ମାଲକାନଗିରି ୧୦, ଜଗତ୍‌ସିଂହପୁର ୯, ଝାରସୁଗୁଡ଼ା-ମୟୂରଭଞ୍ଜରୁ ୭ ଜଣ ଲେଖାଏ, କନ୍ଧମାଳ ୬, ନୟାଗଡ଼-ସମ୍ବଲପୁରରୁ ୫ଜଣ ଲେଖାଏ, ନବରଙ୍ଗପୁର ୪, କେନ୍ଦ୍ରାପଡ଼ା ୩, ଢ଼େଙ୍କାନାଳରୁ ୨ଜଣ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୭,୪୦୭ ଆକ୍ରାନ୍ତ ସୁସ୍ଥ ହେଲେଣି। ଏ ନେଇ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri